ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର
ପୁରୀ: ଏଇ ଅଗଷ୍ଟ ମାସରେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ଶେଷ ହେଉଛି। ଏଣୁ ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର କରାଯିବା ନେଇ ଆଇନ ବିଭାଗ ପକ୍ଷରୁ କୁହାଯାଇଛି। ନୂଆ ପରିଚାଳନାରେ ସ୍ୱଚ୍ଛତା ଓ ନିରପେକ୍ଷତାକୁ ଗୁରୁତ୍ୱ ଦିଆଯିବ। ମହାପ୍ରଭୁଙ୍କ…
