2024

କଟକ ଦହିବରା ଆଳୁଦମକୁ ମିଳିବ ଜିଆଇ ଟ୍ୟାଗ !

କଟକ: କଟକର ଦହିବରା ଆଳୁଦମକୁ ଜିଆଇ ଟ୍ୟାଗ ମିଳିବା ନେଇ ବିଧାନସଭାରେ ପ୍ରଶ୍ନ କଲେ କଟକ-ବାରବାଟୀ ବିଧାୟିକା ସୋଫିଆ ଫିରୋଦସ । କଟକର ଦହିବରା ଆଳୁଦମ ବେଶ୍ ପ୍ରସିଦ୍ଧ । ଏହାର୍ ସ୍ଵାଦ ମଧ୍ୟ କାହାକୁ ଅଜଣା ଅଛପା ନୁହେଁ ।…

ରାଜ୍ୟର ୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି

ଭୁବନେଶ୍ୱର: ରାଜ୍ୟର ୧୮ଟି କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି ହୋଇଥିବା ନେଇ ସୂଚନା ମିଳିଛି l କିନ୍ତୁ ୧୪୭ କୋଟିରୁ ମାତ୍ର ୧୪ କୋଟି ଆଦାୟ କରିଛନ୍ତି ରାଜ୍ୟ ସରକାର l ଦୁର୍ନୀତିରେ ସାମିଲ ଥିବା ୫୨୧ ଜଣଙ୍କ…

ଜୀବନ ଓ ସ୍ୱାସ୍ଥ୍ୟ ବୀମା ଉପରୁ ଜିଏସ୍‌ଟି ହଟାଇବାକୁ ନିର୍ମଳାଙ୍କୁ ଚିଠି ଲେଖିଲେ ନିତିନ

ଚଳିତ ବର୍ଷର ପୂର୍ଣ୍ଣାଙ୍ଗ ବଜେଟରେ ଜୀବନ ବୀମା ଓ ସ୍ୱାସ୍ଥ୍ୟ ବୀମାର ପ୍ରିମିୟମ ଉପରେ ଲାଗୁ ହୋଇଛି ୧୮% ଜିଏସ୍‌ଟି। ଏହି ଦୁଇ ପ୍ରକାର ବୀମା ଉପରେ ଜିଏସ୍‌ଟି ଲାଗୁ ହେବା ଜୀବନର ଅନିଶ୍ଚିତତା ଉପରେ ଟିକସ ବସେଇବା ସହ ସମାନ।…

ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ, ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। କିନ୍ତୁ ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ହୀରାକୁଦର…

କୋଚିଂ ସେଣ୍ଟର ପାଇଁ ନୂଆ ଆଇନ୍‌ ଆଣିବେ ଦିଲ୍ଲୀ ସରକାର

ଆଗକୁ କୋଚିଂ ସେଣ୍ଟର ପାଇଁ ଆସିବ ନୂଆ ଆଇନ୍‌। କୋଚିଂ ସେଣ୍ଟରଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର ଏକ ନୂତନ ଆଇନ ଆଣିବେ। ଦିଲ୍ଲୀର ରାୟସ କୋଚିଂ ସେଣ୍ଟର ବେସ୍‌ମେଣ୍ଟରେ ପାଣି ପଶି ୩ ଜଣ ୟୁପିଏସସି ଆଶାୟୀଙ୍କ ମୃତ୍ୟୁ…

୧୬ ଲକ୍ଷରୁ ଅଧିକ ଭୂତ ରାସନକାର୍ଡଧାରୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୧୬ଲକ୍ଷ ୨୭ହଜାର ୯୩୨ ଭୂତ ରାସନ କାର୍ଡଧାରୀ ରହିଛନ୍ତି । ଆଜି ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର…

ୱାୟନାଡ଼ ଭୂସ୍ଖଳନ: ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନ୍ନାରାଙ୍କ ମୃତ୍ୟୁ, ଏବେ ବି ଆଉ ଜଣେ ନିଖୋଜ

ଭୁବନେଶ୍ୱର : ୱାୟନାଡ଼ ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ମୃତ । ଚୌଦ୍ବାରର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର । ଏବେ ବି ନିଖୋଜ ଅଛନ୍ତି ଡାକ୍ତର ସ୍ୱାଧୀନ ପଣ୍ଡା । ଡାକ୍ତର ବିଷ୍ଣୁପ୍ରସାଦଙ୍କ ପତ୍ନୀ ପ୍ରିୟଦର୍ଶିନୀ ପାଲ…

ବ୍ରିଜ ଉପରେ ସ୍କୁଟି ମିଳିବା ଘଟଣା: ମିଳିଲା ଆରୋହୀଙ୍କ ପରିଚୟ, ଖୋଜୁଛି ଅଗ୍ନିଶମ ବାହିନୀ

କଟକ: ତ୍ରିଶୁଳିଆ ସୁବାଷ ସେତୁ ଉପରେ ଅଜଣା ସ୍କୁଟି ଥିବା ନେଇ ବଢୁଛି ସସ୍‌ପେନ୍ସ। ଭୋରରୁ ବ୍ରିଜ ଉପରେ ଚାବି ଲାଗିଥିବା ଅବସ୍ଥାରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଛି। ଏହି ସ୍କୁଟି ପାଖରେ ଏକ ଚପଲ ରହିଛି। ଯାହାକୁ…

UPSCର ନୂଆ ଚେୟାର୍‌ମ୍ୟାନ୍‌ ପ୍ରୀତି ସୁଦାନ

ୟୁନିୟନ ପବ୍ଲିକ ସର୍ଭିସ କମିଶନ ତଥା ୟୁପିଏସ୍‌ସିର ନୂଆ ଅଧ୍ୟକ୍ଷ ହେଲେ ପ୍ରୀତି ସୁଦାନ। ଆନ୍ଧ୍ର ପ୍ରଦେଶ କ୍ୟାଡରର ୧୯୮୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ପ୍ରୀତି ସୁଦାନ UPSCର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଦାୟିତ୍ୱ…

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ…