2024

ବିରୋଧୀଙ୍କ ମୁଲତବି ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ବାଚସ୍ପତି

ଭୁବନେଶ୍ବର: ରାଜ୍ୟରେ ଅହେତୁକ ଦରଦାମ୍ ବୃଦ୍ଧି ନେଇ ବିରୋଧୀମାନେ ଗୃହରେ ମୁଲତବି ପ୍ରସ୍ତାବ ଆଣିଥିଲେ, ଯାହାକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଛନ୍ତି। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ବାଚସ୍ପତି କହିଛନ୍ତି। ମୁଲତବି ପ୍ରସ୍ତାବ ସତ୍ୟ ଉପରେ ଆଧାରିତ ନୁହେଁ,…

ସହିଦ ସପ୍ତାହରେ ୧୪ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ସହିଦ ସପ୍ତାହରେ ୧୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଉସୁର ଏବଂ ପାମେଲ ଏରିଆ କମିଟିର ଏହି ନକ୍ସଲମାନେ ହେଲେ ନାଗି ପଡିଆମି(୩୮), ଅର୍ଜୁନ ପୁନେମ(୨୪), ବଘେଲ ପୁନେମ(୩୫), ରଙ୍ଗା ପୋଟାମ(୨୫), ସଦରୁ…

କେରଳ ଭୂସ୍ଖଳନ; ଦୁଇ ଓଡ଼ିଆ ଡାକ୍ତରଙ୍କ ପତ୍ତା ମିଳୁନି

କଟକ : କେରଳ ବୁଲିବାକୁ ଯାଇଥିଲେ ଦୁଇ ଡାକ୍ତର ଓ ସେମାନଙ୍କ ପତ୍ନୀ। ହେଲେ ସୋମବାର ବିଳମ୍ୱିତ ରାତିରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତରଙ୍କ ପତ୍ତା ମିଳୁନି। ସେମାନଙ୍କ ପତ୍ନୀମାନେ ଏବେ ଅସ୍ଥାୟୀ ଭାବେ ନିର୍ମାଣ ହୋଇଥିବା ମେଡ଼ିକାଲ୍‌ରେ…

VVPAT ଓ EVM ମେସିନ୍‌ର ପୁର୍ନବିଚାର ଆବେଦନ ଖାରଜ

ନୂଆଦିଲ୍ଲୀ : ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି। VVPAT ସ୍ଲିପ୍‌ ସହିତ ଇଭିଏମ୍ ମେସିନ୍ ବ୍ୟବହାର କରି ଦିଆଯାଇଥିବା ଭୋଟ୍‌ର ୧୦୦ ପ୍ରତିଶତ ଯାଞ୍ଚ ପାଇଁ ଦାବି କରି ପୁର୍ନବିଚାର ଆବେଦନ ହୋଇଥିଲା। ଏହାକୁ ଆଜି ସୁପ୍ରିମକୋର୍ଟ ଖାରଜ…

ପ୍ୟାରିସ ଅଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ, ମନୁ-ସରବଜୋତ ରଚିଲେ ଇତିହାସ

ପ୍ୟାରିସ : ପ୍ୟାରିସ ଅଲିମ୍ପିକ୍ସରୁ ଆସିଲା ଖୁସି ଖବର। ଐତିହାସକ ବିଜୟ ହାସଲ କରିଛନ୍ତି ଶୁଟର୍ ମନୁ ଭାକର ଓ ସରବଜୋତ ସିଂହ। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍‌ ଟିମ୍‌ ଇଭେଣ୍ଟରେ ହାସଲ କରିଛନ୍ତି ବ୍ରୋଞ୍ଜ। ଏହି ବିଜୟ ସହ…

ଉତ୍ତରପ୍ରଦେଶ ବିଧାନସଭାରେ ଲଭ୍ ଜିହାଦ୍ ବିଲ ପାସ୍

ଲକ୍ଷ୍ନୌ : ଉତ୍ତରପ୍ରଦେଶ ବିଧାନସଭାରେ ଲଭ୍ ଜିହାଦ ବିଲ (ବେଆଇନ ଧର୍ମ ପରିବର୍ତ୍ତନ ନିଷେଧ (ସଂଶୋଧନ) ବିଲ୍ ୨୦୨୪) ପାସ ହୋଇଯାଇଛି । ଏହି ବିଲକୁ ସୋମବାର ଆଗତ କରାଯାଇଥିଲା । ଏହି ବିଲ୍ ରେ ପୂର୍ବରୁ ନିର୍ଦ୍ଧାରିତ ଅପରାଧ ପାଇଁ…

‘ରେଳ ମନ୍ତ୍ରୀ ହେଉଛନ୍ତି ରିଲ୍ ମିନିଷ୍ଟର’

ନୂଆଦିଲ୍ଲୀ :ବାହାନଗାରୁ ରାଜଖରସୁଆଁ, ଦେଶରେ ବାରମ୍ବାର ଘଟୁଥିବା ରେଳ ଦୁର୍ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ସରକାର ଟ୍ରେନ ଦୁର୍ଘଟଣାରେ ରେକର୍ଡ କରିବାକୁ ଚାହୁଁଛନ୍ତି ବୋଲି ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କଟାକ୍ଷ କରି କହିଛନ୍ତି। ଅଖିଳେଶ…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ ଭାରତ: ମୋଦି

ନୂଆଦିଲ୍ଲୀ : ଖୁବଶୀଘ୍ର ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ବଢ଼ିବ ଭାରତର ଅର୍ଥନୈତିକ ଶକ୍ତି। ଏବେ ଭାରତ ବିଶ୍ୱର ୫ମ ସ୍ଥାନରେ ରହିଛି। ଖୁବଶୀଘ୍ର ଏହା ତୃତୀୟ ସ୍ଥାନକୁ ଉଠିବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନଫେଡେରେସନ୍…

ମୋଦୀ ସରକାର ହେଉଛନ୍ତି ପାର୍ଲେ-ଜି ବିସ୍କୁଟ: ସଂସଦରେ ଅଖିଳେଶଙ୍କ କଟାକ୍ଷ

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ସରକାର ଏବଂ ବିରୋଧୀ ଦଳଙ୍କ ମଧ୍ୟରେ ବିବାଦ ସମୟରେ ସଂସଦର ପରିବେଶକୁ ହସଖୁସିରେ ପରିଣତ କରିଥିଲେ ଏସ୍‌ପି ମୁଖ୍ୟ ତଥା ସାଂସଦ ଅଖିଳେଶ ଯାଦବ।​ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କୁ ପାର୍ଲେ-ଜି ବିସ୍କୁଟ ସହ ତୁଳନା କରି…

ଆୟର୍ଲାଣ୍ଡକୁ ୨-୦ ଗୋଲ୍‌ରେ ପରାଜିତ କଲା ଭାରତ, ହରମନପ୍ରୀତ ଦେଲେ ୨ ଗୋଲ୍

ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପୁଲ୍ ‘ବି’ ମ୍ୟାଚ୍‌ରେ ଭାରତ ୨-୦ ଗୋଲ୍‌ରେ ଆୟର୍ଲାଣ୍ଡକୁ ପରାଜିତ କରିଛି। ପ୍ରଥମ କ୍ୱାର୍ଟରରେ ଏକ ଗୋଲ୍ ସ୍କୋର କରି ହରମାନପ୍ରୀତ ସିଂ ଆୟର୍ଲାଣ୍ଡ ବିପକ୍ଷରେ ଭାରତକୁ ପ୍ରାରମ୍ଭିକ ଅଗ୍ରଣୀ…