ପ୍ରେମିକାକୁ ୨୦ ଥର ଛୁରୀ ଭୁଶି ହତ୍ୟା; ପ୍ରେମିକ ଗିରଫ
ମୁମ୍ବାଇ : ମୁମ୍ବାଇର ଏକ ରେଳ ଷ୍ଟେସନ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣାର ଅଭିଯୁକ୍ତ ଗିରଫ। ଅଭିଯୁକ୍ତ ପ୍ରେମିକକୁ କର୍ଣ୍ଣାଟକ ଶାହପୁରରୁ ଗିରଫ କରିଛି ପୁଲିସ। ଦୁଇ ଦିନ ତଳେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଆଜି ପୁଲିସ…
ମୁମ୍ବାଇ : ମୁମ୍ବାଇର ଏକ ରେଳ ଷ୍ଟେସନ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣାର ଅଭିଯୁକ୍ତ ଗିରଫ। ଅଭିଯୁକ୍ତ ପ୍ରେମିକକୁ କର୍ଣ୍ଣାଟକ ଶାହପୁରରୁ ଗିରଫ କରିଛି ପୁଲିସ। ଦୁଇ ଦିନ ତଳେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଆଜି ପୁଲିସ…
ଇସ୍ଲାମାବାଦ: ଜମି ଖଣ୍ଡିଏ ପାଇଁ ପାକିସ୍ତାନରେ ଦୁଇ ଜନଜାତି ସମୁଦାୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି । ପାକିସ୍ତାନର ଖାଇବର ପଖ୍ତୁନଖୱା ପ୍ରଦେଶରେ ହୋଇଥିବା ଏହି ରକ୍ତାକ୍ତ ସଂଘର୍ଷରେ ଏପର୍ଯ୍ୟନ୍ତ ୪୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଅଧିକ ଲୋକ…
ନୂଆଦିଲ୍ଲୀ : ଜାତିଗତ ଜନଗଣନା କଥା କହୁଥିବା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ପ୍ରତି ବିବାଦୀୟ ଟିପ୍ପଣୀ କରିଛନ୍ତି ବିଜେପି ସାଂସଦ ଅନୁରାଗ ଠାକୁର। ଯେଉଁମାନେ ନିଜର ଜାତି ସମ୍ପର୍କରେ ଜାଣି ନାହାନ୍ତି, ସେମାନେ ଜାତିଗତ ଜନଗଣନା କଥା କହୁଥିବା ଅନୁରାଗ…
ୱାୟନାଡ : କେରଳ ୱାୟନାଡରେ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶହେ ପାର୍ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ୧୦୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଏବେ ମଧ୍ୟ ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ପ୍ରବଳ…
ନୂଆଦିଲ୍ଲୀ: ସୁପ୍ରିମ୍ କୋର୍ଟ ଆଜି ନିଜର ପ୍ରଥମ ସ୍ବତନ୍ତ୍ର ଲୋକ ଅଦାଲତର ଶୁଭାରମ୍ଭ କରିଛନ୍ତି। ଏହି ଲୋକ ଅଦାଲତ ଜରିଆରେ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବା ସମସ୍ତ ମାମଲାର ଶୁଣାଣି ଖୁବ୍ ଶୀଘ୍ର କରିବାକୁ ଚେଷ୍ଟା କରୁଛନ୍ତି। ଆଜିଠାରୁ ଅଗଷ୍ଟ ୩ ତାରିଖ…
ବରଗଡ଼ : ବୀର ମାଧୋ ସିଂଙ୍କ ପ୍ରତି ବରିଷ୍ଠ ନେତା ସୁର ରାଉତରାୟଙ୍କ ବୟାନ ପ୍ରତିବାଦରେ ସୋହେଲା ବ୍ଲକ ଘେଁସରେ ବନ୍ଦ ପାଳନ। ଘେଁସ ଗାଁରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଲୋକ କବି ହଳଧର ନାଗ ଧାରଣାରେ…
ରାଜ୍ୟରେ ବନ୍ଧ୍ୟାକରଣ ପ୍ରତି ପୁରୁଷଙ୍କ ଆଗ୍ରହ ବଢୁଛି। ଆଜି ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥାପନ କରିଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଏମିତିକି ଗତ ଦୁଇଟି ଆର୍ଥିକ ବର୍ଷ (୨୦୨୨-୨୩ ଓ ୨୦୨୩-୨୪)ର ତଥ୍ୟକୁ ତୁଳନା କଲେ ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ…
କଡ଼ା ସଂଘର୍ଷ କରି ଭାରତୀୟ ପୁରୁଷ ହକି ଟିମ ଆର୍ଜେଣ୍ଟିନା ସହ ମ୍ୟାଚ୍ ଡ୍ର ରଖିବାକୁ ସକ୍ଷମ ହୋଇଛି। ଆରମ୍ଭରୁ ୦-୧ରେ ପଛରେ ପଡ଼ିଥିବା ଭାରତୀୟ ହକି ଟିମ ଶେଷ ମିନିଟରେ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତି ୧-୧…
ଭୁବନେଶ୍ବର: ବଜେଟ ଆଲୋଚନାରେ ଭାଗ ନେଇ ରାଜ୍ଯ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପ୍ରଥମେ ସେ କଟାକ୍ଷ କରି କହିଛନ୍ତି-ନୂଆ ସରକାରକୁ ଧନ୍ଯବାଦ ଯେ, ବିଜେଡି ସରକାରର ୮୦% ରୁ ଅଧିକ ଯୋଜନାକୁ ଆପଣେଇଛନ୍ତି…
ଆଜି ଲୋକସଭାରେ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବିଜେପିକୁ ଟାର୍ଗେଟ କରି କହିଛନ୍ତି, ଏକବିଂଶ ଶତାବ୍ଦୀରେ ଭାରତକୁ ପଦ୍ମବ୍ୟୁହରେ ଫସାଯାଇଛି। ବର୍ତ୍ତମାନ ଦେଶ ଭୟର ବାତାବରଣରେ ବଞ୍ଚିଛି। ଏହି ଭୟ ପ୍ରତି କୋଣକୁ ବ୍ୟାପି ଯାଇଛି।…