ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍କୁ ଗ୍ରହଣ କଲେ ବାଚସ୍ପତି ସୁରମା ପାଢୀ । ଅଗ୍ନିବୀର…
