ସଶକ୍ତ ହେବେ ବନ କର୍ମଚାରୀ; ସାବାଡ ହେବେ ଶିକାରୀ: ମନ୍ତ୍ରୀ

ଭୁବନେଶ୍ୱର: ଶିମିଳିପାଳ ଏବଂ ରାଉରକେଲା ପରେ ଏବେ ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ । ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲଗାଯିବ ସ୍ପାଏ କ୍ୟାମେରା । ଫଳରେ ଅଭ୍ୟାରଣ୍ୟ ଗୁଡିକରେ ଅବାଧ ଶିକାର ଉପରେ ଲାଗିବ ରୋକ ।…

ଆଇଏଏସ୍‌ ସଞ୍ଜୀବ ହଂସଙ୍କ ଅଡ଼ୁଆ ବଢ଼ିଲା, ୨୩ କୋଟିର ସମ୍ପତ୍ତି ଜବତ

ବିହାରର ଦୁର୍ନୀତିଗ୍ରସ୍ତ ଆଇଏଏସ୍‌ ଅଧିକାରୀ ସଞ୍ଜୀବ ହଂସଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ସଞ୍ଜୀବ ହଂସ ଏବେ ଗିରଫ ହୋଇ ଜେଲ୍‌ରେ ଥିବା ବେଳେ ଇଡି ତାଙ୍କ ସମ୍ପତ୍ତି ଜବତ କରିବାରେ ଲାଗିଛି। ଇଡି ପକ୍ଷରୁ ୩ଟି ସ୍ଥାନରେ ଥିବା…

ଆଗାମୀ ୫ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା, ୨୨ ରୁ ପୁଣି କମିବ ରାତି ତାପମାତ୍ରା

ଭୁବନେଶ୍ୱର : ଆଗାମୀ ୫ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ୧୯ରୁ ୨୧ ତାରିଖ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ନେଇ ପୁର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ପବନରେ…

ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ସୁରେନ୍ଦ୍ର ଖୁଣ୍ଟିଆ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ମଙ୍ଗଳବାର ସକାଳ ୮ଟାରେ କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ…

ଏଣିକି ରୁଷ ଯିବାକୁ ଲାଗିବନି ଭିସା ! ଭାରତୀୟଙ୍କୁ ମିଳିପାରେ ଭିସା-ଫ୍ରି ଟ୍ରାଭେଲ୍ ସୁଯୋଗ

ଏଣିକି ରୁଷ ଯିବାକୁ ଲାଗିବନି ଭିସା । ଖୁବଶୀଘ୍ର ବିନା ଭିସାରେ ଯାଇ ହେବ ରୁଷିଆ। ଆସନ୍ତାବର୍ଷ ଠାରୁ ଭାରତୀୟ ନାଗରିକଙ୍କ ପାଇଁ ରୁଷକୁ ଭିସା-ଫ୍ରି ଟ୍ରାଭେଲ୍ ବା ବିନା ଭିସାରେ ଯାତ୍ରା ସୁବିଧା ମିଳିପାରେ। ଏନେଇ ଭାରତ ଓ ରୁଷ…

ମହାନଦୀରୁ ମିଳିଲା ନିଖୋଜ ପ୍ରଫେସରଙ୍କ ମୃତଦେହ , ୨ ଦିନ ହେଲା ଥିଲେ ନିଖୋଜ

କଟକ : ମହାନଦୀରୁ ମିଳିଲା ନିଖୋଜ ପ୍ରଫେସରଙ୍କ ମୃତଦେହ । କଟକ ଯୋବ୍ରା ଆନିକଟ ସ୍ଥିତ ୯୪ ନମ୍ବର ଗେଟ୍ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଭୁବନେଶ୍ବର ପଟିଆ ଅଞ୍ଚଳର ବୈଷ୍ଣବ ଚରଣ ସିଂ । ତାଙ୍କ ବୟସ…

ହସ୍ପିଟାଲ ପରିସରରୁ ରୋଗୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ଵର: ରାଜଧାନୀରେ ଚାଞ୍ଚଲ୍ୟ l ହସ୍ପିଟାଲ ପରିସରରେ ଆତ୍ମହତ୍ୟା କଲେ ରୋଗୀ l ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଘଟିଛି ଏହି ଘଟଣା l ଆତ୍ମହତ୍ୟା କରିଥିବା ମୃତକ ଜଣଙ୍କ ହେଉଛନ୍ତି ଯାଜପୁର ଜିଲ୍ଲା ଅଟଳପୁର ଗାଁରେ ଜଣେ ୭୦ ବର୍ଷୀୟ ବୃଦ୍ଧ…

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମୋଦୀଙ୍କ ଆଲୋଚନା

ନୂଆଦିଲ୍ଲୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ପ୍ରତିରକ୍ଷା ସହଯୋଗ ଚୁକ୍ତିକୁ ତ୍ୱରାନ୍ୱିତ କରିବା ପାଇଁ ସୋମବାର ସଂକଳ୍ପ ନିଆଯାଇଛି। ପାୱାର-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ କରି ଶକ୍ତି ସମ୍ପର୍କକୁ ସୁଦୃଢ଼ କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ବର: ବିଜେଡି ଛାଡ଼ି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ତାଙ୍କ ସହ୧୪ ସରପଞ୍ଚ, ସମିତି ସଭ୍ୟଙ୍କ…

ଜାନୁଆରୀରେ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ବର: ଆସନ୍ତା ବର୍ଷ ଜାନୁଆରୀରେ ହେବ ବିଜେଡିର ସାଙ୍ଗଠନିକ ନିର୍ବାଚନ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ସଭ୍ୟ ସଂଗ୍ରହ ଅଭିଯାନ ଭଲ ଭାବେ ଚାଲିଛି । ଡିସେମ୍ବର ୨୧ ସୁଦ୍ଧା ଟାର୍ଗେଟ ହାସଲ କରିବାକୁ…