2024

୩୧ରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ

ଭୁବନେଶ୍ୱର : ଆସନ୍ତା ୩୧ରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଅଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ସଞ୍ଜୀବ ଦ୍ବିବେଦୀ । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ…

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଲେ ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ସେ…

ଶାଶ୍ୱତ ମିଶ୍ର ହେଲେ ଅର୍ଥ ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ୱର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।…

ଗାନ୍ଧୀ ଜୟନ୍ତୀରେ ପ୍ରଶାନ୍ତ କିଶୋର ଲଞ୍ଚ୍‌ କରିବେ ରାଜନୈତିକ ଦଳ, କହିଲେ, ‘୨୦୨୫ରେ ଆଣିବୁ ଜନତାଙ୍କ ଶାସନ’

ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ଆନୁଷ୍ଠାନିକ ଭାବେ ନିଜର ଦଳ ‘ଜନ ସୁରାଜ୍‌’ ଲଞ୍ଚ୍‌ କରିବାକୁ ଘୋଷଣା କରିଛନ୍ତି । ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ସେ ନିଜ ଦଳର ଶୁଭାରମ୍ଭ କରିବେ । ରବିବାର ବିହାରର ରାଜଧାନୀ…

ଓଡ଼ିଆ ଭାଷାରେ ନଥିପତ୍ର: ସବୁ ସଚିବଙ୍କୁ ରିପୋର୍ଟ ମାଗିଲା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ

ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନୀ ସଫଳତା ପାଇଥିବା ବିଜେପି ସରକାରଙ୍କ କଡ଼ା ଆଭିମୁଖ୍ୟ ଯୋଗୁ ଏବେ ବିଭାଗୀୟ ସଚିବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସମସ୍ତ ବିଭାଗର ନଥିପତ୍ର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଖୁବ୍‌‌ଶୀଘ୍ର ମରାମତି ହେବ ରତ୍ନଭଣ୍ଡାର, ହଜିଯାଇଥିବା ଚାବି ଷଡ଼ଯନ୍ତ୍ରର ହେବ ଖୁଲାସା: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଖୁବ୍ ଶୀଘ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନା ଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରିବ। ଏଏସଆଇ ରତ୍ନଭଣ୍ଡାରର ପ୍ରାଥମିକ ଯାଞ୍ଚ କରିସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଦିନ…

AIADMK ପରେ BJP କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା

ତାମିଲନାଡ଼ୁରେ ଗତ 24 ଘଣ୍ଟା ମଧ୍ୟରେ ଦୁଇ ଜଣ ରାଜନୈତିକ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ଜଣେ AIADMK କର୍ମୀଙ୍କ ହତ୍ୟାକାଣ୍ଡକୁ 24 ଘଣ୍ଟା ନ ପୁରୁଣ ଅନ୍ୟ ଜଣେ BJP କର୍ମୀଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଖବର…

ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ଏନବିଏସ ରାଜପୁତଙ୍କୁ ନିଯୁକ୍ତି

ଭୁବନେଶ୍ୱର : ଏନବିଏସ ରାଜପୁତ ହେଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ । ୧୯୯୯ ବ୍ୟାଚର ଆଇଏଏସ ଅଧିକାରୀ ଏନବିଏସ ରାଜପୁତ । ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ଏନବିଏସ ରାଜପୁତଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି…

ପ୍ରଥମ ଦିନରେ ମୋଟ ୨୦ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆଜି ହୀରାକୁଦ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରିଛି । ମୋଟ ୨୦ ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ । ତେବେ ଆଜି ଗୋଟିଏ ଦିନରେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍, ଦ୍ବିତୀୟ ପର୍ଯ୍ୟାୟରେ ଆଉ ୭ଟି ଗେଟ୍…

୪ ବର୍ଷ ପରେ ଆପଣମାନଙ୍କୁ ଆଉ ଭୋଟ ଦେବାକୁ ପଡ଼ିବ ନାହିଁ : ଖୀଷ୍ଟିଆନମାନଙ୍କୁ କହିଲେ ଟ୍ରମ୍ପ

ଫ୍ଲୋରିଡା : ଆମେରିକାର ରିପବ୍ଲିକାନ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଖ୍ରୀଷ୍ଟିଆନମାନଙ୍କୁ କହିଛନ୍ତି ଯେ ଯଦି ସେମାନେ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ଭୋଟ୍ ଦିଅନ୍ତି, ତେବେ ସେ ସବୁକିଛି ଠିକ୍ କରିଦେବେ ଯାହାଫଳରେ ସେମାନଙ୍କୁ ଆଉ ଭୋଟ୍ ଦେବାକୁ…