ତୃଣମୂଳ ସ୍ତରରେ ଲୋକଙ୍କ ସମସ୍ୟା ସମାଧାନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଷଷ୍ଠ ପାଳିରେ ଆଜି ଅନେକ ଅଭିଯୋଗର ଶୁଣାଣି କରିଥିଲେ ମୁଖ୍ୟମନ୍ତ୍ରୀ। ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ…

ପ୍ରଦୂଷଣ ପୂରା ଭାରତର ସମସ୍ୟା: ପ୍ରଦୂଷିତ ସହରଗୁଡ଼ିକର ତାଲିକା ମାଗିଲେ ସୁପ୍ରିମକୋର୍ଟ

ପ୍ରଦୂଷଣ ପୂରା ଭାରତର ସମସ୍ୟା ବୋଲି ମତ ରଖି ସୁପ୍ରିମକୋର୍ଟ ସୋମବାର ସରକାରଙ୍କୁ ଅଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ କରିବାକୁ କହିଛନ୍ତି। ଏହାଦ୍ୱାରା ଦିଲ୍ଲୀ-ଏନସିଆରରେ ବାୟୁର ଗୁଣବତ୍ତାକୁ ଯାଞ୍ଚ କରିବା ସହ ଏଥିରେ ସୁଧାର ଆଣିବା ପାଇଁ ଗଠନ ହୋଇଥିବା…

ପାଦୁକ ବଣ୍ଟନକୁ କେନ୍ଦ୍ର କରି ଶ୍ରୀମନ୍ଦିର ଭିତରେ ମାଡପିଟ୍, ବୟସ୍କ ସେବକ ଆହତ

ପୁରୀ : ଶ୍ରୀମନ୍ଦିର ଭିତରେ ପାଟିତୁଣ୍ଡ ଆଉ ମାଡପିଟ୍ ହୋଇଛି । ସେବକ ସେବକ ମଧ୍ୟରେ ମାଡପିଟ୍ ହେବା ଯୋଗୁ ଶ୍ରିମଜନେ ଆହତ ହୋଇଛନ୍ତି । ମାଡପିଟ୍ କରିଛନ୍ତି ଉଭୟ ମୁଖପଖାଳ ସେବକ । ଶ୍ରୀମନ୍ଦିର ଭିତରେ ମାଡପିଟ୍ ପରେ ସିଂହଦ୍ଵାର ଥାନାରେ…

ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧି ଭଦ୍ରା ପାଲେଷ୍ଟାଇନ ଲେଖାଥିବା ଗୋଟିଏ ବ୍ୟାଗ ଧରି ସଂସଦରେ ପହଞ୍ଚିବାରୁ ଏହା ଉପରେ ପ୍ରଶ୍ନ ଉଠାଇଛି ବିଜେପି। ବ୍ୟାଗରେ ପାଲେଷ୍ଟାଇନର ଚିହ୍ନ ରହିବା ସହ ତରଭୁଜର ଚିତ୍ର ରହିଛି। ତରଭୁଜକୁ ସବୁବେଳେ ପାଲେଷ୍ଟାଇନ ସହ ସହାନୁଭୂତି…

ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ବର: ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ । ମିଶନ ଶକ୍ତି କର୍ମୀଙ୍କ ପରେ ଅଙ୍ଗନବାଡି କର୍ମୀଙ୍କ ଗର୍ଜନ । ସରକାରୀ କର୍ମଚାରୀ ମାନ୍ୟତା ସହ ବିଭିନ୍ନ ଦାବି ନେଇ ୫୦ହଜାରରୁ ଅଧିକ କର୍ମୀ ଓ ସହାୟିକା ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ…

ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III

ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ପୁଣି ଭୟଙ୍କର ହୋଇଛି। ସ୍ଥିତିକୁ ଦେଖି ଏୟାର କ୍ୱାଲିଟୀ ମ୍ୟାନେଜମେଣ୍ଟ କମିଶନ(CAQM) ପୁଣିଥରେ ଦିଲ୍ଲୀରେ GRAP-III ଲାଗୁ କରିଛନ୍ତି। ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ନିୟନ୍ତ୍ରଣ କରିବାକୁ ଏପରି ବ୍ୟବସ୍ଥା ଲାଗୁ କରାଯାଇଛି। ଦିଲ୍ଲୀରେ ଆଜି ବାୟୁର…

ମାଓ କ୍ୟାମ୍ପ ଠାବ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ବଲାଙ୍ଗିର : ମାଓ କ୍ୟାମ୍ପ ଠାବ  l  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ  l ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଛତର ଦାଣ୍ଡି ଜଙ୍ଗଲରେ ପୋଲିସର  ଚଡାଉ ବେଳେ ଏହି ମାଓ ସାମଗ୍ରୀ ଜବତ ହୋଇଛି  l  ଗତକାଲି ପୋଲିସ ମାଓ…

ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ

ନୂଆଦିଲ୍ଲୀ: ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି। ପରିବାର ଲୋକେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଭାରତୀୟ ସମୟ ଅନୁସାରେ ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର…

ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ, ହଟହଟା କଂଗ୍ରେସ କର୍ମୀ ଓ ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ । ସୂଚନା ଅନୁଯାୟୀ, ବିଚ୍ ରାସ୍ତା ଉପରେ ମହୁମାଛି ମାନେ ଜୋରଦାର ଆକ୍ରମଣ କରିଛନ୍ତି। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ। ମହୁମାଛି ପାଇଁ…

ସିରିଆ ଉପରେ ‘ଭୂକମ୍ପ ବୋମା’ ମାଡ଼ କଲା ଇସ୍ରାଏଲ

ସିରିଆର ଉପକୂଳବର୍ତ୍ତୀ ତାରଟୁସ ରିଜନରେ ଇସ୍ରାଏଲ ପକ୍ଷରୁ ଭୟଙ୍କର ଏୟାର ଷ୍ଟ୍ରାଇକ ଜାରି ରହିଛି। ୨୦୧୨ ପରେ ପ୍ରଥମଥର ପାଇଁ ଉକ୍ତ ଅଞ୍ଚଳରେ ଇସ୍ରାଏଲ ଏପରି ଘନଘନ ବୋମା ମାଡ଼ କରିଛି। ଇସ୍ରାଏଲ ପକ୍ଷରୁ ସିରିଆର ସାମାରିକ ପ୍ରତିଷ୍ଠାନ ବିଶେଷ କରି…