2024

ପ୍ରଶ୍ନପତ୍ର ଲିକ୍ ଦୋଷୀଙ୍କୁ ନାହିଁ ନିସ୍ତାର; ୧୦ ବର୍ଷ ଜେଲ୍ ସାଙ୍ଗକୁ କୋଟିଏ ଟଙ୍କା ଜରିମାନା

ଏଣିକି ବିହାରରେ ପ୍ରଶ୍ନପତ୍ର ଲିକ୍ କରୁଥିବା ଦୋଷୀଙ୍କୁ ମିଳିବ କଠୋରରୁ କଠୋର ଦଣ୍ଡ। ଏକ କୋଟି ଟଙ୍କା ଜରିମାନା ସାଙ୍ଗକୁ କାରାଗାରରେ ଦିନ ବିତାଇବାକୁ ପଡ଼ିବ। କାରଣ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ନୂଆ ଆଇନ। ଆଜି ବିହାର ବିଧାନସଭାରେ ଆଣ୍ଟି-ପେପର୍…

ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ…

ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ

ବ୍ରହ୍ମପୁର : ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ରାଧାକୃଷ୍ଣନ୍ ଛାତ୍ରାବାସରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱୀତିୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ । ଏନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ୟୁଜିସିର…

ରାଜ୍ୟସଭାରେ ଅର୍ଥମନ୍ତ୍ରୀଙ୍କୁ ‘ମାତାଜୀ’ କହି କଟାକ୍ଷ କଲେ ଖଡଗେ

ରାଜ୍ୟସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଆଜି ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ଏଥିସହ ସହ ବଜେଟ ଉପସ୍ଥାପନ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସେ ମାତାଜୀ ବୋଲି କହି କଟାକ୍ଷ ମଧ୍ୟ…

‘ରତ୍ନଭଣ୍ଡାର ଅଳଙ୍କାର ଗୁଡ଼ିକ ଗଣତିମଣତି ପାଇଁ ଇସ୍ୟୁ ହୋଇସାରିଛି SOP’

ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି…

ସାଂସଦ ଅପରାଜିତା ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି। ଆଇପିୟୁ (IPU) କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ଦେଇଛନ୍ତି ସାଂସଦ ଅପରାଜିତା। ସେ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଏହି ଖବର ଦେଛନ୍ତି।…

ବିମାନରେ ଲାଗିଲା ନିଆଁ, ୧୮ ମୃତ

ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବିମାନ। ଟେକ୍‌ ଅଫ୍‌ ବେଳେ ବିମାନରେ ଲାଗିଲା ନିଆଁ। ଏଥିରେ ୧୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ନେପାଳରେ ଏହି ଦୁର୍ଘଟଣା ଘଟିଛି। ଆଜି କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୧୯ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ…

ନିତୀ ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ଏ ବୈଠକରେ ଯୋଗ ଦେବାକୁ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି…

୬ଟି ଭାରତୀୟ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ : କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍‌‌ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ଶେଖାୱତ୍‌‌ କହିଛନ୍ତି, ତାମିଲ୍‌‌, ସଂସ୍କୃତ, କନ୍ନଡ, ତେଲୁଗୁ, ମାଲାୟଲମ୍‌‌…

ଆର୍ ସନ୍ଥଗୋପାଳନ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ

ଭୁବନେଶ୍ବର: ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବିରେ ନିଯୁକ୍ତି ପାଇଁଛନ୍ତି। ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ…