ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ୱତନ୍ତ୍ର ସହାୟତା ଘୋଷଣା
ନୂଆଦିଲ୍ଲୀ : ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହୋଇଛି। ଚଳିତ ସାଧାରଣ ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟ ପାଇଁ ସ୍ୱତନ୍ତ୍ର ସହାୟତା ଘୋଷଣା ହୋଇଛି। ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟି…
