ବଢ଼ିଲା ଆଇଏଏସ ପୂଜା ଖେଡକରଙ୍କ ଅଡ଼ୁଆ, ମାମଲା ରୁଜ୍ଜୁ କଲା ୟୁପିଏସସି
ନୂଆଦିଲ୍ଲୀ: ଆଇଏଏସ୍ ପୂଜା ଖେଡକରଙ୍କ ସମସ୍ୟା ବଢ଼ିଛି। ଆଇଏଏସ୍ ଅଫିସର ପୂଜା ଦିଲ୍ଲୀପ ଖେଡକରଙ୍କ ବିରୋଧରେ ସଂଘ ଲୋକସେବା ଆୟୋଗ ବା ୟୁପିଏସସି ଏକ ମାମଲା ରୁଜୁ କରିଛି। ଜାଲିଆତି ଅଭିଯୋଗରେ ମାମଲା ରୁଜୁ କରାଯିବା ସହ ତାଙ୍କର ଆଇଏଏସ ପଦ…
