2024

ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ସାମଗ୍ରୀ

ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଏହି କାମ କରିବା ପାଇଁ ପ୍ରାୟ ସାଢ଼େ ୭ ଘଣ୍ଟା ସମୟ ଲାଗିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଗୁରୁବାର ସନ୍ଧ୍ୟାରେ ଗଣମାଧ୍ୟମକୁ ଏହି…

ବୋଲବମ୍‌ ଯାତ୍ରାବେଳେ ଧବଳେଶ୍ବର ପୀଠକୁ ପ୍ଲାଷ୍ଟିକ କଳସ ମନା

କଟକ : ଆଉ ଦିନ କେଇଟା ପରେ ଆରମ୍ଭ ହେବ ଶ୍ରାବଣ ମାସ। ଶୈବପୀଠଗୁଡ଼ିକରେ ଜଳଲାଗି କରିବେ ଶ୍ରଦ୍ଧାଳୁ। ଧବଳେଶ୍ଵରଙ୍କ ପୀଠକୁ ମଧ୍ୟ ଆସିବେ କାଉଡ଼ିଆ। ତେବେ କାଉଡ଼ିଆମାନେ ପ୍ଲାଷ୍ଟିକ କଳସ ନେଇ ମନ୍ଦିରକୁ ଆସିପାରିବେ ନାହିଁ। କାରଣ ଏଥର ଧବଳେଶ୍ୱର…

ପଦ୍ମକେଶରୀପୁର ଗଣ୍ଡଗୋଳ ଓ ସୁଧ କାରବାର ମାମଲାରେ ଆଉ ୨ ଗିରଫ

ଭୁବନେଶ୍ବର : ଭୁବନେଶ୍ୱର ପଦ୍ମକେଶରୀପୁର ଗଣ୍ଡଗୋଳ ଓ ସୁଧ କାରବାର ମାମଲାରେ ଆଉ ଦୁଇଜଣ ଗିରଫ। କମିଶନରେ ପୁଲିସ ଆଜି ମାମଲାରେ ଅନ୍ୟତମ ଅଭିଯୁକ୍ତ ସୁବ୍ରତ ଦାସ ଓ ତ୍ରିଭେନ୍ଦ୍ରମ ଦାସଙ୍କୁ ଗିରଫ କରିଛି। କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରେ ଚଢ଼ାଉ ପରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୨୧ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଦେଇଛି। କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ସଂପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି।…

ଯୋଗୀଙ୍କ ବିରୋଧରେ ୬ ବଡ଼ ନେତା

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଜେପିରେ ଆଲୋଡ଼ନ ସୃଷ୍ଟି ହୋଇଛି। ନେତାମାନେ ପରସ୍ପର ଉପରେ ଅର‌ୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଅଖିଳେଶ ଯାଦବ ମୌସୁମୀ ଅଫର ଦେଉଛନ୍ତି ଯାହା ‘ଶହେ ଆଣ, ସରକାର ଗଠନ କର’। ବିରୋଧୀ ଦଳ ଏବଂ ଶାସକ ଦଳ…

ଦୁର୍ନୀତି ଅଭିଯୋଗରେ ୨ ଥର ନିଲମ୍ବିତ ହୋଇଥିଲେ ପୂଜା ଖେଡକରଙ୍କ ବାପା

ନୂଆଦିଲ୍ଲୀ : ଟ୍ରେନି ଆଇଏଏସ ଅଧିକାରୀ ପୂଜା ଖେଡକରଙ୍କ ପରିବାର ବାବଦରେ ଖୋଲୁଛି ଗୋଟିଏ ପରେ ଗୋଟିଏ ଗୁମର। ଆଜି ତାଙ୍କ ମାଆଙ୍କୁ ପୁଲିସ ଅଟକ ରଖି ପଚରା ଉଚରା କରୁଥିବା ବେଳେ ତାଙ୍କ ବାପାଙ୍କ ବିରୁଦ୍ଧରେ ସଙ୍ଗୀନ ମାମଲା ସାମ୍ନାକୁ…

ଶନିବାର ମଧ୍ୟାହ୍ନ ସୁଦ୍ଧା ସହର ୱାରୀ ନିଟ-ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ନିଟ-ୟୁଜି ପରୀକ୍ଷାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଶନିବାର ମଧ୍ୟାହ୍ନ ସୁଦ୍ଧା ସହର ୱାରୀ ଓ ପରୀକ୍ଷା କେନ୍ଦ୍ର ୱାରୀ ନିଟ ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ସର୍ବୋଚ୍ଚ ଅଦାଲତ ଏନଟିଏକୁ…

ସୀମାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କୀ ସଫା

ଶ୍ରୀନଗର : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ହମଲା ବଢ଼ି ଚାଲିଥିବା ବେଳେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଆଜି ଜମ୍ମୁ-କଶ୍ମୀରର କୁପୱାଡା ସ୍ଥିତ ଅନ୍ତର୍ଜାତୀୟ ନିୟନ୍ତ୍ରଣ ରେଖାରେ ହୋଇଥିବା ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷାକର୍ମୀମାନେ ପଣ୍ଡ କରି ଦେଇଛନ୍ତି। କୁପୱାଡା ସ୍ଥିତ ଏଲଓସି ଦେଇ…

ଉତ୍ତରପ୍ରଦେଶରେ କାଉଡିଆଙ୍କୁ ନେଇ ତେଜିଲା ବିବାଦ

ଲଖନଉ: ଉତ୍ତରପ୍ରଦେଶରେ କାଉଡିଆଙ୍କ ଯାତ୍ରାକୁ ନେଇ ରାଜ୍ୟ ପୁଲିସ ଏକ ନିର୍ଦ୍ଦେଶନାମା ଜାରି କରିଛି, ଯେଉଁଥିପାଇଁ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି। କଂଗ୍ରେସ ନେତା ପୱନ ଖେଡା ଏଥିରେ ରାଗିଯାଇ ପଚାରିଛନ୍ତି ଯେ ଯେ ହିନ୍ଦୁମାନେ ବିକ୍ରି କରୁଥିବା ମାଂସ ଡାଲି…

କର୍ମଚାରୀଙ୍କ ସମ୍ପତ୍ତି ଦେଖି ତାଜୁବ ହେଲେ ପ୍ରଧାନମନ୍ତ୍ରୀ ଶେଖ ହସିନା

ଢାକା: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଘରେ ସହାୟକ ଭାବେ କାମ କରୁଥିବା ଜଣେ ବ୍ୟକ୍ତି କୋଟିପତି ହୋଇଯାଇଛନ୍ତି | ଆପଣ ଭାବିବେ କୋଟିପତି ତ ହେଲେ ସେଥିରେ କଣ ହେଲା | ବାସ୍ତବରେ ଏହି ସହାୟକଜଣକ ଏବେ ନିଜସ୍ୱ ବିମାନ…