2024

ଜୁଲାଇ ୨୧ ରୁ ୩୧ ତାରିଖ ଯାଏ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା

କଟକ : ଜୁଲାଇ ୨୧ ରୁ ୩୧ ତାରିଖ ଯାଏ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା । ପରୀକ୍ଷା ପାଇଁ ଆଡ଼ମିଟ କାର୍ଡ ୱେବସାଇଟରେ ଉପଲବ୍ଧ । www.bseodisha.ac.in ୱେବସାଇଟରେ ଉପଲବ୍ଧ ହେଉଛି ଆଡ଼ମିଟ କାର୍ଡ । ୮୩…

ଆତଙ୍କବାଦୀ ହମଲା ପାଇଁ ଡିଜିପିଙ୍କୁ ଦାୟୀ କଲେ ମୁଫତି

ଜମ୍ମୁ-କଶ୍ମୀରରେ ବାରମ୍ବାର ଆତଙ୍କବାଦୀ ହମଲା ହେବାରେ ଲାଗିଛି। ଆଜି ଡୋଡା ଜିଲ୍ଲାରେ ହୋଇଥିବା ଆତଙ୍କୀ ହମଲାରେ ଜଣେ ମେଜରଙ୍କ ସମେତ ୪ ଜଣ ସହିଦ ହୋଇଛନ୍ତି। ଘାଟିରେ ଆତଙ୍କବାଦୀ ହମଲା ବଢ଼ୁଥିବା ବେଳେ ଏଥିପାଇଁ ଜମ୍ମୁ-କଶ୍ମୀରର ଡିଜିପି ତଥା ଓଡ଼ିଆ ପୁଅ…

୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ବର: ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ…

୧୮ରେ ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ ଅର୍ଥାତ୍ ଗୋଟେ ଦିନ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି । ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ । ପୁଣି ଆସନ୍ତା…

ମହାନଦୀକୁ ଡେଇଁଲେ ଯୁବକ; ମିଳୁନି ପତ୍ତା

କଟକ : ମହାନଦୀରେ ଯୁବକ ନିଖୋଜ ସନ୍ଦେହ । ନିଖୋଜ ଯୁବକ ହେଉଛନ୍ତି କଟକ ଛତ୍ର ବଜାର ଅଞ୍ଚଳର ପ୍ରଶାନ୍ତ ରାଉତ । ଗତକାଲି ରାତିରେ କୌଣସି କାରଣବଶତଃ ସେ ଘରୁ ଆସିଥିଲେ । ଯୋବ୍ରା ଭିୟୁ ପଏଣ୍ଟକୁ ଯାଇ ନିଜ…

କରେଣ୍ଟ ଲାଗି ୧୯ ଶିଶୁ ଆହତ ଘଟଣାରେ ୫ ଗିରଫ

ଗଞ୍ଜାମ: କରେଣ୍ଟ ଲାଗି ୧୯ ଶିଶୁ ଆହତ ଘଟଣାରେ ୫ ଜଣଙ୍କୁ ଗିରଫ କଲା ପୋଲିସ। ଯାତ୍ରା କମିଟି ସଭାପତି ସମେତ ୫ ଜଣଙ୍କୁ ଗିରଫ କଲା ପୋଲିସ। ଜାମିନ୍ ନାମଞ୍ଜୁର ପରେ ଗିରଫ ୫ ଅଭିଯୁକ୍ତ ଜେଲ୍ ଗଲେ। ସୂଚନା…

ଫେରିଲେ ମହାବାହୁ, ସିଂହଦ୍ୱାର ଆଗରେ ଲାଗିଲା ତିନି ରଥ

ପୁରୀ: ଲୀଳାମୟ ମହାବାହୁଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଶେଷ ହୋଇଛି। ଜନ୍ମବେଦିରେ ନବଦିନର ଲୀଳାଖେଳ ସାରି ଭାଇଭଉଣୀଙ୍କୁ ସାଙ୍ଗରେ ଧରି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର ଶ୍ରୀମନ୍ଦିର ସିଂହଦ୍ବାରକୁ ବାହୁଡ଼ିଛନ୍ତି। ଭାବଦିଆ କାଳିଆ ଠାକୁର ବଡ଼ଦାଣ୍ଡକୁ ନିସ୍ବାର୍ଥ ଭକ୍ତିଭାବରେ ବୁଡ଼ାଇଛନ୍ତି। ପୁଣିଥରେ…

ଆଇପିଏସ୍ ରବିକାନ୍ତ ଓ ଡିଏସ୍ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି

ଭୁବନେଶ୍ଵର: ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ପଦବୀରୁ ବିଦା ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ରବି କାନ୍ତ । ବରିଷ୍ଠ ଆଇପିଏସ ରବି କାନ୍ତଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ…

କେନ୍ଦ୍ରାପଡ଼ା ସାଂସଦଙ୍କ ହସ୍ତକ୍ଷେପ ପରେ ଦୁବାଇରୁ ଫେରିଲେ ୮ ପ୍ରବାସୀ ଓଡ଼ିଆ

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି। ଏହି ୮ ଜଣଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଶ୍ରୀ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି। ଏହା ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…