2024

ପୋଡପିଠା ଖାଇଲେ ବ୍ରହ୍ମାଣ୍ଡ ଠାକୁର

ପୁରୀ: ଆଜି ହେଉଛି ପବିତ୍ର ବାହୁଡା ଯାତ୍ରା । ଏନେଇ ଉଠୁଛି ପଡୁଛି ଜଗନ୍ନାଥ ଧାମ । ମାଉସୀ ମାଙ୍କ ଘରେ ଶ୍ରୀଜିଉ ବଡ ଭାଇ ବଳରାମ ଗେହ୍ଳି ଭଉଣୀ ସୁଭଦ୍ରାଙ୍କୁ ଧରି ପୋଡପିଠା ଖାଇଛନ୍ତି ବ୍ରହ୍ମାଣ୍ଡ ଠାକୁର । ବଡ…

ସିବିଆଇ କେସ୍‌ରେ ସୁପ୍ରିମକୋର୍ଟଙ୍କ ‘ସରି’ ପରେ ଅସନ୍ତୋଷ ପ୍ରକାଶ କଲେ ଶିବକୁମାର

ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ସିବିଆଇ ରୁଜୁ କରିଥିବା ଏଫଆଇଆରରୁ ରଦ୍ଦ ପାଇଁ ଦାବି କରୁଥିବା କର୍ଣ୍ଣାଟକା ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ଶିବକୁମାରଙ୍କ ଆବେଦନକୁ ରଦ୍ଦ କରି ଦେଇଛନ୍ତି। ଏଥିସହ ପିଟିସନକୁ ରଦ୍ଦ କରିବା…

ମର୍ଣ୍ଣିଂୱାକ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଭୁବନେଶ୍ବର: ଭୁବନେଶ୍ବରର ଗଣ୍ଡମୁଣ୍ଡା ସ୍ଥିତ କଳାଭୂମି ନିକଟରେ ବାଲି ବୋଝେଇ ଟ୍ରକ ଧକ୍କାରେ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ଯୁ ଘଟିଛି। ସକାଳେ ମର୍ଣ୍ଣିଂୱାକ ସାରି ଫେରୁଥିଲା ବେଳେ ଏହି ଅଘଟଣ ଘଟିଛି। ମୃତକ ଜଣକ ୭୨ ବର୍ଷୀୟ ସଦାନନ୍ଦ ସ୍ବାଇଁ…

ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଡିପଲ ସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ସକାଳେ ବାଇକ୍ ଆରୋହୀ ଜଣଙ୍କ ଆସୁଥିବା ବେଳେ ବୀପରିତ ଦିଗରୁ ଆସୁଥିବା ମାଲବାହୀ ଟ୍ରକ୍ ସହ ମୁହାଁମୁହିଁ…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ପଞ୍ଜୀକୃତ ହେଲା ୧୭୦୦ ଅଭିଯୋଗ

ଭୁବନେଶ୍ୱର: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଅଭିଯୋଗ ପ୍ରକୋଷ୍ଠରେ ଚାଲିଥିବା ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି। ତେବେ ଏହି ଅବସରରେ…

ପୂଜାଙ୍କ ପରେ ଚର୍ଚ୍ଚାରେ ଅଭିଷେକ ସିଂହ: ଦିବ୍ୟାଙ୍ଗ ଦର୍ଶାଇ ହୋଇଥିଲେ ଆଇଏଏସ୍‌

ନକଲି ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ଚାକିରି ହାତେଇଥିବା ଟ୍ରେନି ଆଇଏଏସ ପୂଜା ଖେଡକରଙ୍କୁ ନେଇ ପୂରା ଦେଶରେ ହଇଚଇ ଜାରି ରହିଛି। ଏବେ ଚର୍ଚ୍ଚାକୁ ଆସିଛନ୍ତି ଆଉ ଜଣେ ଆଇଏଏସ୍‌ ଅଭିଷେକ ସିଂହ। ଦିବ୍ୟାଙ୍ଗ ବର୍ଗରେ ଆଇଏଏସ୍‌ ହୋଇଥିବା ଅଭିଷେକ ମଧ୍ୟ…

ଜୟପୁରରୁ ଅପହୃତ ମିଲ ମାଲିକ ଉଦ୍ଧାର, ଦୁଇଦିନ ତଳେ ହୋଇଥିଲେ ଅପହୃତ

ଜୟପୁର : ଉଦ୍ଧାର ହେଲେ ଜୟପୁରରୁ ଅପହୃତ ହୋଇଥିବା ମିଲ ମାଲିକ । ଦୁଇଦିନ ତଳେ ପେରାହାଣ୍ଡିରୁ କାର ସହ ଉଠେଇ ନେଇଥିଲେ ଅପହରଣକାରୀ । ମଧ୍ୟ ରାତ୍ରରେ ଅପହୃତ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛି କୋରାପୁଟ ପୋଲିସ । ଅପହରଣର…

ରାଜ୍ୟସଭାରେ ବିଜେପି ୮୬କୁ ଖସିଲା, ଏନଡିଏ ୧୦୧

ରାଜ୍ୟସଭାରେ ବିଜେପିର ଆସନ ସଂଖ୍ୟା ୮୬କୁ ଖସିଛି। ସେହିପରି ବିଜେପି ନେତୃତ୍ୱାଧୀନ ଏନଡିଏର ଆସନ ସଂଖ୍ୟା ମଧ୍ୟ ୧୦୧ ହୋଇଯାଇଛି। ଶନିବାର ବିଜେପି ସହ ଥିବା ରାଜ୍ୟସଭାର ୪ ମନୋନୀତ ସଦସ୍ୟ ଅବସର ନେବା ପରେ ଉଚ୍ଚ ସଦନର ଗଣିତ ବଦଳିଛି।…

କୃଷ୍ଣା ମହାନ୍ତି ପାଇଲେ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର

ଓଡ଼ିଶାର ବିଶିଷ୍ଟ ଗାନ୍ଧୀବାଦୀ ସର୍ବୋଦୟ ନେତ୍ରୀ ତଥା ଉତ୍କଳ ଗାନ୍ଧୀସ୍ମାରକ ନିଧିର ସଭାନେତ୍ରୀ ଶ୍ରୀମତି କୃଷ୍ଣା ମହାନ୍ତି ପାଇଛନ୍ତି ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର। ରାଷ୍ଟ୍ରୀୟ ସ୍ତରରେ ଗାନ୍ଧୀ ଓ ସର୍ବୋଦୟ ବିଚାରର ସର୍ବୋଚ୍ଚ ସଂଗଠନ ସର୍ବ ସେବା ସଂଘ (ଅଖିଳ ଭାରତ…

କ୍ୟାଟ୍ରିନା ଗର୍ଭବତୀ !: ମୁହଁ ଖୋଲିଲେ ଭିକି କୌଶଲ…

ମୁମ୍ବାଇ: ବଲିଉଡ ଅଭିନେତା ଭିକି କୌଶଲ ବର୍ତ୍ତମାନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ବ୍ୟାଡ୍ ନ୍ୟୁଜ’ର ପ୍ରମୋସନ କରୁଛନ୍ତି। ଭିକି ଫିଲ୍ମର ପ୍ରମୋସନରେ ବହୁତ ବ୍ୟସ୍ତ ଅଛନ୍ତି । ସେ କେବଳ ତାଙ୍କର ବୃତ୍ତିଗତ ଜୀବନ ପାଇଁ ନୁହେଁ ବରଂ ତାଙ୍କ ବ୍ୟକ୍ତିଗତ…