ସବୁ ଜିଲ୍ଲାରେ ଖୋଲିବ ପରିବା ମଣ୍ଡି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର: ଦରଦାମ ନିୟନ୍ତ୍ରଣ ପାଇଁ କରାଯିବ ପ୍ରୟାସ। ଏଥି ସହିତ ପ୍ରତି ଜିଲ୍ଲାରେ ଖୋଲିବ ପରିବା ମଣ୍ଡି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କଟକ, ଭୁବନେଶ୍ୱର ସମେତ ସବୁ ଜିଲ୍ଲାରେ ଶୀଘ୍ର…
