2024

ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ୨୭ ପଦକ

ଭୁବନେଶ୍ୱର: ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତା (ଜୋନ୍ ଏ) ଉଦଯାପିତ ହୋଇଯାଇଛି। କଳିଙ୍ଗ ଷ୍ଟାଡ଼ିୟମର ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ରରେ ୧୧ ତାରିଖରୁ ଆରମ୍ଭ ହୋଇଥିଲା ଏହି ପ୍ରତିଯୋଗିତା। ଯୁବ ବର୍ଗରେ ଓଡ଼ିଶା ୬ଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ…

EOW ପଞ୍ଝାରେ ୬୦୦ କୋଟି ଟଙ୍କା ଠକେଇର ମାଷ୍ଟରମାଇଣ୍ଡ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ EOWକୁ ବଡ଼ ସଫଳତା । ୬୦୦ କୋଟି ଟଙ୍କା ଠକେଇର ମାଷ୍ଟରମାଇଣ୍ଡ ଗିରଫ। LFS ବ୍ରୋକିଂ ଓ PMS ସର୍ଭିସେସର ମୁଖ୍ୟ ଅଭିଯୁକ୍ତ ସୟଦ ଜିୟାକୁର ରେହମାନକୁ ପଶ୍ଚିମ ବଙ୍ଗ ହୁଗୁଳିରୁ ଗିରଫ କରିଛି EOW ।…

ବେଳେ ବେଳେ ଅତ୍ୟଧିକ ଆତ୍ମବିଶ୍ବାସର ପରିଣାମ ଭୋଗିବାକୁ ପଡ଼ିଥାଏ : ଯୋଗୀ

ଲକ୍ଷ୍ନୌ: ଗତ ଲୋକସଭା ନିର୍ବାଚନ ଫଳାଫଳ ପରେ ଲକ୍ଷ୍ନୌରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟକାରିଣୀ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହେଉଛି । ବୈଠକରେ ନିର୍ବାଚନରେ ଦଳ ସମ୍ମୁଖୀନ ହୋଇଥିବା ପରାଜୟର ସମୀକ୍ଷା କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦୨୪ ନିର୍ବାଚନ…

ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟଣା: ଶିଶୁଭବନରେ ଆଖି ବୁଜିଲା ୧୧ ଦିନର ଶିଶୁ

କଟକ: ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଶିଶୁ ଭବନରେ ଚିକିତ୍ସାଧୀନ ଜଣେ ୧୧ ଦିନର ଶିଶୁର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହୋଇଥିବା ସୂଚନା ରହିଛି। ମୃତ୍ୟୁ ନେଇ ସୂଚନା ଦେଲେ ଶିଶୁ ଭବନ…

ମୋଦିଙ୍କ ‘୪ ବର୍ଷରେ ୮ କୋଟି’ ଚାକିରି ବୟାନକୁ ମିଛ କହିଲେ ଖଡଗେ

ଦେଶରେ ୪ ବର୍ଷ ମଧ୍ୟରେ ୮ କୋଟି ଚାକିରି ସୃଷ୍ଟି କରାଯାଇ ବେକାରୀ ସମସ୍ୟାର ମିଛ ଖବର ପ୍ରଚାର କରୁଥିବା ଲୋକଙ୍କୁ ଚୁପ କରି ଦିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନକ ତଳେ କହିଥିଲେ। ମୋଦିଙ୍କ ଏହି ୮ କୋଟି…

ବିଦ୍ୟୁତ ଆଘାତ ଲାଗି ୧୦ରୁ ଉର୍ଦ୍ଧ୍ୱ ଶିଶୁ ଗୁରୁତର

ଗଞ୍ଜାମ: ବିଦ୍ୟୁତ ଆଘାତ ଲାଗି ୧୦ରୁ ଉର୍ଦ୍ଧ୍ୱ ଶିଶୁ ଗୁରୁତର ହୋଇଥିବା ଖବର ଆସିଛି। ଫାଶିଗୁଡ଼ା ଗାଁରେ ମନ୍ଦିର ପ୍ରତିଷ୍ଠା ବେଳେ ଏହି ଅଘଟଣ ଘଟିଛି। ରାମାୟଣ ନାଟକ ପ୍ରଦର୍ଶନ ବେଳେ ଷ୍ଟେଜ ନିକଟରେ ବିଦ୍ୟୁତ ଆଘାତରେ ଶିଶୁମାନେ ଗୁରୁତର ହୋଇଛନ୍ତି।…

ଅତିଥିମାନଙ୍କୁ ୧.୫ କୋଟି ଟଙ୍କିଆ ଘଣ୍ଟା ଗିଫ୍ଟ କଲେ ଅନନ୍ତ ଅମ୍ବାନୀ

ଚର୍ଚ୍ଚାରେ ଅମ୍ବାନୀ ପରିବାରର ବାହାଘର। ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତଙ୍କ ସହ ରାଧିକା ମର୍ଚ୍ଚାଣ୍ଟଙ୍କ ବାହାଘର ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ବାହାଘରରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ବାହାଘର ପାଇଁ ଅମ୍ବାନୀ ପରିବାର…

ରତ୍ନଭଣ୍ଡାର ଖୋଲିବା ନେଇ ଖୁସି ବ୍ୟକ୍ତ କଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି କୋଟି କୋଟି ଜଗନ୍ନାଥ ପ୍ରେମୀ ଉତ୍କଣ୍ଠାରେ । ଦୀର୍ଘ ୫ ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ରତ୍ନଭଣ୍ଡାରର ଦ୍ବାର । ଧିରେ ଧିରେ ଭିତରକୁ ପ୍ରବେଶ କରୁଛନ୍ତି ନିର୍ଦ୍ଧାରିତ ସଦସ୍ୟ । ଏହାପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ରହସ୍ୟ ବିଷୟରେ…

ସୁରକ୍ଷାକର୍ମୀଙ୍କ ମିଳିତ ଟିମ ଉପରେ ଆକ୍ରମଣ, ଜଣେ ଯବାନ ସହିଦ

ପୁଣିଥରେ ଅଶାନ୍ତ ହୋଇଛି ମଣିପୁର। ଏଠାରେ ସୁରକ୍ଷାକର୍ମୀଙ୍କ ମିଳିତ ଟିମ ଉପରେ ଆକ୍ରମଣ କରିଛନ୍ତି ସନ୍ଦିଗ୍ଧ କୁକି ଆତଙ୍କବାଦୀ। ଆଜି ସକାଳ ୯.୪୦ରେ ମଣିପୁରର ଜିରିବାମ ଠାରେ ଏପରି ଘଟଣା ଘଟିଛି। ଏଥିରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଥିବା ସ୍ଥାନୀୟ…

ମହାପ୍ରଭୁଙ୍କ ଇଚ୍ଛାରେ ୪୬ ବର୍ଷ ପରେ ମହତ ଉଦ୍ଦେଶ୍ୟ ନେଇ ଖୋଲାଗଲା ରତ୍ନଭଣ୍ଡାର: ମୁଖ୍ୟମନ୍ତ୍ରୀ

ପୁରୀ: ୪୬ ବର୍ଷ ପରେ ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ଦ୍ବାର। ଅନ୍ତ ହେଲା ଦୀର୍ଘ ବର୍ଷର ଅପେକ୍ଷା। ରତ୍ନଭଣ୍ଡାର ଭିତରକୁ ଯିବା ନିର୍ଦ୍ଧାରିତ ହୋଇଥିବା ୧୧ ଜଣ ସଦସ୍ୟ ଶୁଭ ମୁହୂର୍ତ୍ତ ଅନୁଯାୟୀ ୧ଟା ୨୮ରେ ରତ୍ନଭଣ୍ଡାରର ପ୍ରଥମ ଦ୍ବାର ଖୋଲି…