2024

ମହାରାଷ୍ଟ୍ରରେ କଂଗ୍ରେସ ୧୨୦ ରୁ ୧୩୦ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ

ମୁମ୍ବାଇ : ମୁମ୍ବାଇ: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ହଲଚଲ ଦେଖାଦେଲାଣି | ଚଳିତ ବର୍ଷ ଶେଷ ଆଡକୁ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କଂଗ୍ରେସ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏସପି) ଏବଂ ଶିବସେନା (ୟୁବିଟି)…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଏସପି ସହ ମେଣ୍ଟ କଲା ଆଇଏନଏଲଡି

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ହେବାକୁ ଥିବା ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଭାରତୀୟ ଜାତୀୟ ଲୋକ ଦଳ (INLD) ସହିତ ଏକ ମେଣ୍ଟ ଘୋଷଣା କରିଛି। ଏଥି ସହିତ ଆଇଏନଏଲଡି ଏହାର ପୂର୍ବତନ ସହଯୋଗୀ…

ମୁମ୍ବାଇ ହିଟ୍ ଆଣ୍ଡ ରନ୍ ମାମଲା: ବାରରେ ମଦ ପିଇବା ପାଇଁ ବୟସ ଲୁଚାଇଥିଲେ ମିହିର ଶାହ

ମୁମ୍ବାଇ : ମୁମ୍ବାଇ ହିଟ୍ ଆଣ୍ଡ ରନ୍ ମାମଲାରେ ଗୋଟିଏ ପରେ ଗୋଟିଏ ନୂଆ ମାମଲା ସାମ୍ନାକୁ ଆସୁଛି। ମୁଖ୍ୟ ଅଭିଯୁକ୍ତ ଶିବସେନା (ସିନ୍ଦେ ଗୋଷ୍ଠୀ) ନେତା ରାଜେଶ ଶାହଙ୍କ ପୁଅ ମିହିର ଶାହ ନକଲି ପରିଚୟ ପତ୍ର ଦେଖାଇ ବାରରେ…

ଶମୀନା ଫିର୍ଦୋସଙ୍କ ବିବାଦୀୟ ମନ୍ତବ୍ୟ; କହିଲେ- ମୁସଲମାନଙ୍କ ପାଇଁ ପ୍ରଥମ ସମ୍ବିଧାନ ହେଉଛି କୁରାନ

ନୂଆଦିଲ୍ଲୀ : ମୁସଲମାନ ମହିଳାମାନେ ଛାଡ଼ପତ୍ର ପରେ ପୂର୍ବ ସ୍ଵାମୀଙ୍କଠାରୁ ଭରଣପୋଷଣ ପାଇବାର ଆଇନଗତ ଅଧିକାର ରହିଛି ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ ଏହାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ଜଣେ ମୁସଲମାନ ମହିଳା ନେତ୍ରୀ। ମୁସଲମାନଙ୍କ ପାଇଁ କୁରାନ…

ବଜ୍ରପାତରେ ଗୋଟିଏ ଦିନରେ ୩୮ ମୃତ, ଏକାଧିକ ଆହତ

ଲକ୍ଷ୍ନୌ : ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ କାରଣରୁ ୩୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ବଜ୍ରାଘାତରେ ଗୋଟିଏ ଦିନରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ରିପୋର୍ଟ ହସ୍ତଗତ…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାର କିଙ୍ଗପିନ୍ ‘ରକି’ ଗିରଫ

ପାଟନା: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ସିବିଆଇକୁ ବଡ଼ ସଫଳତା ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ରାକେଶ ରଂଜନ ଓରଫ ରକିକୁ ଗିରଫ କରାଯାଇଛି । ଗିରଫ କରିବା ପରେ ସିବିଆଇ ଆଜି ତାକୁ ପାଟନା କୋର୍ଟରେ ହାଜର କରିଥିଲା।…

ତୃତୀୟ ଟି-୨୦: ଜିମ୍ବାୱେକୁ ୨୩ ରନ୍‌ରେ ହରାଇଲା ଭାରତ

ହରାରେ: ହରାରେ ଆଜି ଖେଳାଯାଇଥିବା ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ଜିମ୍ବାୱେକୁ ୨୩ ରନ୍‌ରେ ପରାସ୍ତ କରିଛି ଭାରତ। ଏହା ସହିତ ଏହି ସିରିଜ୍‌ରେ ୨-୧ରେ ଆଗୁଆ ରହିଛି ଟିମ୍ ଇଣ୍ଡିଆ। ଭାରତ ପ୍ରଥମେ ବ୍ୟାଟିଂ କରି ୪ ୱିକେଟ ହରାଇ ୧୮୨…

ରାଜ୍ୟ ସରକାରଙ୍କ ଅନୁମତି ମିଳିଲେ ରତ୍ନଭଣ୍ଡାର ଖୋଲାଯିବ: ବୀରବିକ୍ରମ ଯାଦବ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ରତ୍ନଭଣ୍ଡାର ଖୋଲିବା ନେଇ ପ୍ରସ୍ତାବ ତାରିଖରେ ଉପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଡ଼ାଲିଟିଜ୍ ଫାଇନାଲ ହୋଇଛି। ରତ୍ନଭଣ୍ଡାର ତଦାରଖ କମିଟିର ଏସଓପି ଉପରେ…

ମହାନଦୀରୁ ବିରଳ ‘ବୁଧିଆ’ ମାଛ ଉଦ୍ଧାର

ସମ୍ବଲପୁର: ଜାଲରେ ପଡ଼ିଲା ଏକ ବିରାଟକାୟ ମାଛ। ସମ୍ବଲପୁରର ବୁର୍ଲାରେ ମହାନଦୀରୁ ଏହି ମାଛ ଉଦ୍ଧାର ହୋଇଛି। ଯାହାର ଓଜନ ୬୦ କେଜି ହେବ ବୋଲି ଜଣାପଡିଛି। ବୁର୍ଲା ସାଇଫନରୁ ଧରା ପଡ଼ିଥିବା ଏହି ମାଛର ନାମ ବୁଧିଆ ମାଛ ବୋଲି…

ସନ୍ଦେଶଖାଲି ମାମଲା; ରାଜ୍ୟର ବିନା ଅନୁମତିରେ ତଦନ୍ତ କରି ପାରିବନି CBI

ସନ୍ଦେଶଖାଲି ମାମଲାର ତଦନ୍ତ ଉପରେ ମମତା ବାନାର୍ଜୀ ସରକାରଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ବିଜୟ। ଏହି ମାମଲା ଉପରେ ରାଜ୍ୟ ସରକାର CBI ତଦନ୍ତକୁ ବିରୋଧ କରିଥିଲେ, ଯାହାକୁ ବୈଧ ଦର୍ଶାଇଛନ୍ତି ସର୍ବୋଚ୍ଚ ଅଦାଲତ। ରାଜ୍ୟର ବିନା ଅନୁମତିରେ ସନ୍ଦେଶଖାଲି ଯୌନ…