ନିକିତାଙ୍କ ଗିରଫ ପରେ ପ୍ରଶ୍ନ କଲେ ଅତୁଲଙ୍କ ବାପା, ମୋ ନାତି ବଞ୍ଚିଛି ନା ମାରିଦେଲ?

ଯୁବ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଦିନକୁ ଦିନ ନୂଆ ନୂଆ ମୋଡ ସାମ୍ନାକୁ ଆସୁଛି। ଆତ୍ମହତ୍ୟା କରିବା ପାଇଁ ଉସ୍‌କାଇବା ଓ ନିର୍ଯାତନା ଦେବା ଅଭିଯୋଗରେ ବେଙ୍ଗାଲୁରୁ ପୁଲିସ ତାଙ୍କ ପତ୍ନୀ ନିକିତା, ଶାଶୁ ଓ ଶଳାକୁ…

ପ୍ରେମ ପାଇଁ ଗଲା ଜୀବନ, ଛାତରୁ ତଳକୁ ଡେଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର : ପୁଣି ପ୍ରେମ ପାଇଁ ଗଲା ଜୀବନ ।  ରାଜଧାନୀରେ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ ।  ଓୟୋ ହୋଟେଲ ଛାତରୁ ତଳକୁ ଡେଇଁ ଜଣେ ଯୁବକ ସୁଇସାଇଡ କରିଛନ୍ତି ।  ମୃତକ ନୟାଗଡ଼ ଅଞ୍ଚଳର ଦୀପକ ନାୟକ ।…

୧୧ ମାସ ପରେ ଖୋଲିଲା ବିରଜା – ଆଗ୍ନେଶ୍ୱର ହାଟ

ଯାଜପୁର: ପୁଣି ନିଜର ପରିଚୟ ଫେରିପାଇଲା ବିରଜା ହାଟ । ୧୧ ମାସ ଧରି ବାଦବିବାଦ ପରେ ଆଜି ପୁଣି ସେଇ ପୁରୁଣା ସ୍ଥାନରେ ପୁଣି ଥରେ ବିରଜା ଅଗ୍ନେଶ୍ୱର ହାଟ ବସିଛି । ବେଆଇନ ଭାବେ ବିରଜା ପ୍ରକଳ୍ପ ନିର୍ମାଣ…

ଅତୁଲ ସୁଭାଷ ଆତ୍ମହତ୍ୟା ମାମଲା, ପତ୍ନୀ ନିକିତାଙ୍କ ସମେତ ୩ ଗିରଫ

ବେଙ୍ଗାଲୁରୁର AI ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମମଲାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଞ୍ଜିନିୟରଙ୍କ ପତ୍ନୀ ନିକିତା ସିଙ୍ଘାନିଆ ତାଙ୍କ ମା' ନିଶା ସିଙ୍ଘାନିଆ ଓ ଭାଇକୁ ବେଙ୍ଗାଲୁରୁ ପୁଲିସ ଗିରଫ କରିଛି। ନିକିତାଙ୍କୁ ଗୁରୁଗ୍ରାମରୁ ଓ ମା' ଏବଂ…

ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା, ସ୍ୱାମୀକୁ ରାଜ୍ୟ ବାହାରୁ ଗିରଫ କଲା କମିଶନରେଟ୍ ପୋଲିସ

କଟକ : କଟକ କାଠଯୋଡ଼ି ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ।  ମୃତ ମହିଳାଙ୍କ ସ୍ୱାମୀକୁ ରାଜ୍ୟ ବାହାରୁ ଗିରଫ କଲା କମିଶନରେଟ୍ ପୋଲିସ ।  ମୃତ ମହିଳାଙ୍କ ଘର କେନ୍ଦ୍ରାପଡ଼ାରେ ବୋଲି ସୂଚନା ମିଳିଛି । …

ଜାନୁଆରୀ ୧୪ ରୁ ୨୨ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା । ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ । ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ । ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ…

ମଣିପୁରରେ ପୁଣି ହିଂସା, ୨ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା

ମଣିପୁରରେ ପୁଣି ହିଂସା। ଉଗ୍ରବାଦୀମାନେ ପୁଣି ଏଠାରେ ଘଟାଇଛନ୍ତି ବର୍ବର କାଣ୍ଡ। କାମରୁ ଘରକୁ ଫେରୁଥିବା ବେଳେ ଦୁଇ ଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମଣିପୁରର କାକଚିଙ୍ଗ ଜିଲ୍ଲାରେ ଏହି ଘଟଣା ଘଟିଛି। ଏହାକୁ ନେଇ ପୂରା…

କରୋନାରେ ପ୍ରାଣ ହରାଇଥିବା କନେଷ୍ଟବଳଙ୍କ ପତ୍ନୀଙ୍କୁ ୬ମାସ ଭିତରେ ଦିଅ ଅନୁକମ୍ପାମୂଳକ ରାଶି: ହାଇକୋର୍ଟ

କଟକ : କରୋନାରେ ପ୍ରାଣ ହରାଇଥିବା ପୋଲିସ କନେଷ୍ଟବଳଙ୍କ ପତ୍ନୀଙ୍କୁ ୫୦ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିର୍ଦ୍ଦେଶ ।  ୬ମାସ ଭିତରେ ଅନୁକମ୍ପାମୂଳକ ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହାସହ ସ୍ବତନ୍ତ୍ର ପେନସନ ପ୍ରଦାନ ପାଇଁ ମଧ୍ୟ…

ଶୀତରେ ଥରିବ ଓଡିଶା, ଖସିବ ପାରଦ: ୧୭ରେ ପୁଣି ବର୍ଷା

ଭୁବନେଶ୍ବର: ଖସିବ ପାରଦ । ବଢିବ ଶୀତ । ଏଥିପାଇଁ ରାଜ୍ୟରେ ୪୮ ଘଣ୍ଟା ପାଇଁ ଶୀତର ଲହରି ଜାରି ରହିବ ବୋଲି ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।  ଆଗାମୀ ୨ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶାରୁ ଉପକୂଳ…

ଇଭିଏମକୁ ଦୋଷ ଦେବା ଛାଡ଼: କଂଗ୍ରେସକୁ କହିଲେ ଓମାର

ଶ୍ରୀନଗ: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ରବିବାର କଂଗ୍ରେସ ଦଳକୁ ଏକ ବଡ଼ ପରାମର୍ଶ ଦେଇଛନ୍ତି। ଅବଦୁଲ୍ଲା କଂଗ୍ରେସ ଦଳକୁ ଇଭିଏମ ବିଷୟରେ ବାରମ୍ବାର ଅଭିଯୋଗ କରିବା ବନ୍ଦ କରିବାକୁ ଏବଂ ନିର୍ବାଚନ ଫଳାଫଳକୁ ଗ୍ରହଣ କରିବାକୁ କହିଛନ୍ତି। ସୂଚନାଯୋଗ୍ୟ, ନିକଟରେ…