ପ୍ରଭୁଙ୍କ ପଡ଼ିଯିବା ଘଟଣା: ୩ଜଣିଆ କମିଟି ଗଠନ, ନିଳାଦ୍ରିବିଜେର ୧୦ ଦିନ ଭିତରେ ରିପୋର୍ଟ
ପୁରୀ: ପରିଚାଳନା କମିଟି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା। ୧୪ରେ ରତ୍ନ ଭଣ୍ଡାର ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। କିନ୍ତୁ କେବେ ଖୋଲିବ ସେନେଇ ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୧୪ ତାରିଖରେ…
