ରାଣୀଗୁମ୍ଫା ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଅତ୍ୟନ୍ତ ଆଗ୍ରହର ସହ ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଛନ୍ତି ରାଷ୍ଟ୍ରପତି । ମୁଖ୍ୟତଃ ରାଣୀ ଗୁମ୍ଫା ପରିଭ୍ରମଣ କରିଛନ୍ତି ମହାମହିମ । ରାଣୀ ଗୁମ୍ଫାର ଉପର ମହଲା ଏବଂ ତଳ ମହଲା ବୁଲି ଦେଖିଲେ ଦ୍ରୌପଦୀ ମୁର୍ମୁ । ରାଣୀ…
ଭୁବନେଶ୍ୱର: ଅତ୍ୟନ୍ତ ଆଗ୍ରହର ସହ ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଛନ୍ତି ରାଷ୍ଟ୍ରପତି । ମୁଖ୍ୟତଃ ରାଣୀ ଗୁମ୍ଫା ପରିଭ୍ରମଣ କରିଛନ୍ତି ମହାମହିମ । ରାଣୀ ଗୁମ୍ଫାର ଉପର ମହଲା ଏବଂ ତଳ ମହଲା ବୁଲି ଦେଖିଲେ ଦ୍ରୌପଦୀ ମୁର୍ମୁ । ରାଣୀ…
ମସ୍କୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଯାଇ ମସ୍କୋରେ ପହଞ୍ଚିଛନ୍ତି। ମସ୍କୋରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ୨୨ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଅଂଶଗ୍ରହଣ କରିବେ। ରୁଷିଆର…
ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…
ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସେନା ଗାଡ଼ି ଉପରେ ଆଜି ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ପଞ୍ଜାବର ପଠାନକୋଟକୁ ଲଗିଥିବା କଠୁଆରେ ହୋଇଥିବା ଆକ୍ରମଣରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ହମଲା କରିବା ପରେ ଆତଙ୍କବାଦୀମାନେ ଖସି…
ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ…
ଲୋକସଭାରେ ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ହିନ୍ଦୁ ବିରୋଧ କହି ତାଙ୍କୁ ସମାଲୋଚନା କରିଛି। ଏହାକୁ ନେଇ ବିବାଦ ଚାଲିଥିବା ବେଳେ ରାହୁଲ ଗାନ୍ଧିଙ୍କ ସମର୍ଥନରେ ବାହାରିଛନ୍ତି ଜ୍ୟୋତିଷ ପୀଠର ୪୬ତମ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ। ସେ ରାହୁଲ ଗାନ୍ଧିଙ୍କୁ…
ନିଟ୍ ୟୁଜି ପରୀକ୍ଷାରେ ହୋଇଥିବା ଅନିୟମିତତାରେ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ନିଟ୍ ୟୁଜି ପରୀକ୍ଷାରେ ପେପର ଲିକ୍ ହୋଇଥିବା କଥାକୁ ସ୍ୱୀକାର କରିବାକୁ ପଡ଼ି ବୋଲି ସର୍ବୋଚ୍ଚ ଅଦାଲତ ମତ ରଖିଛନ୍ତି। ପରୀକ୍ଷାରେ ଅନିୟମିତତା ହେବା ପରେ ଘଟଣାର ତଦନ୍ତ…
ପୁରୀ : ଆଜି ସକାଳୁ ପୁରୀ ସୁମଦ୍ର କୂଳରେ ପ୍ରାତଃ ଭ୍ରମଣ କରୁଥିବାର ନଜର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ବା ମର୍ଣ୍ଣିଂୱାକ୍ ଯୋଗୁଁ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା। ରାଷ୍ଟ୍ରପତିଙ୍କ ପ୍ରାତଃ…
କାରେଟ ପରେ କାରେଟ ମଦ ବୋତଲ। ଲମ୍ବା ଧାଡ଼ିରେ ନିଜ ପାଳିକୁ ଅପେକ୍ଷା କରିଛନ୍ତି ଲୋକ। ପୁଲିସ୍ ମଧ୍ୟ ସୁରକ୍ଷା ଦେବାକୁ ଉପସ୍ଥିତ। ଧାଡ଼ିରେ ଆସି ଲୋକମାନେ ମଧ୍ୟ ମାଗଣାରେ ନେଉଛନ୍ତି ଗୋଟିଏ ପରେ ଗୋଟିଏ ବୋତଲ। ନିର୍ବାଚନରେ ଜିତିତଥିବାରୁ ବିଜେପି…
ରାଞ୍ଚି: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପଇ ସୋରେନ ସୋମବାର ରାଞ୍ଚିର ରାଜ ଭବନରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନେତୃତ୍ୱାଧୀନ ଝାଡଖଣ୍ଡ କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଜୁଲାଇ ୪ରେ ହେମନ୍ତ ସୋରେନ ଝାଡଖଣ୍ଡର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ…