ହାଥ୍ରସ ଦଳାଚକଟା ଘଟଣା; ୧୪ଦିନିଆ ହାଜତକୁ ଗଲା ମୁଖ୍ୟ ଅଭିଯୁକ୍ତ
ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ହାଥ୍ରସ ଦଳାଚକଟା ଘଟଣା । ଗିରଫ ମୁଖ୍ୟ ଅଭିଯୁକ୍ତ ଦେବପ୍ରକାଶ ମଧୁକରଙ୍କୁ ୧୪ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମଧୁକରଙ୍କୁ ଶୁକ୍ରବାର ରାତିରେ ଗିରଫ କରାଯାଇଥିବାବେଳେ ଶନିବାର ତାଙ୍କୁ ଅଦାଲତରେ ହାଜର କରାଯାଇଥିଲା। ପୁଲିସର…
