2024

ସିଲ୍‌ ହେଲା ଚାଣକ୍ୟ ହସ୍ପିଟାଲ

କଟକ : ବିନା ପଞ୍ଜୀକରଣରେ ଚାଲୁଥିବା କଟକ ରାଣୀହାଟ ସ୍ଥିତ ଚାଣକ୍ୟ ହସ୍ପିଟାଲକୁ ସିଲ୍‌ କଲା ସ୍ୱାସ୍ଥ୍ୟ ବିଭାଗ। ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ଆଜି ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କ ସହ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଚାଣକ୍ୟ ହସ୍ପିଟାଲରେ…

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ: ଡିସେମ୍ବର ସୁଦ୍ଧା ସବୁ ସରକାରୀ କୋଠାରେ ମିଳିବ ସୌର ବିଦ୍ୟୁତ୍‌

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ରାଜ୍ୟର ସମସ୍ତ ସରକାରୀ କୋଠାରେ ରୁଫଟପ୍ ସୋଲାର ସିଷ୍ଟମ ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି । ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ସବୁ ସରକାରୀ କୋଠାରେ ସୌର ବିଦ୍ୟୁତ ଉପଲବ୍ଧ…

ଭାରତରେ ଦ୍ୱିତୀୟ: ୫୧ ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ବାହାରିଲା ୭ କେଜିର ଟ୍ୟୁମର

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ପଶ୍ଚିମବଙ୍ଗର ଜଣେ ୫୧ବର୍ଷ ବୟସ୍କ ପୁରୁଷ(ରବୀନ୍ଦ୍ର ବିଶୁଇ)ଙ୍କ ଖପୁରୀର ଉପର ଅଂଶ(ସ୍କାଲ୍ପ)ରୁ ପ୍ରାୟ ୭ କେଜି ଓଜନର ବିରଳ ସିନୋଭିଆଲ୍ ସାର୍କୋମା ଟ୍ୟୁମରକୁ ସଫଳତାର ସହିତ ଅସ୍ତ୍ରୋପଚାର ଦ୍ଵାରା ବାହାର କରାଯାଇଛି। ଖପୁରୀର ଉପର ଭାଗରେ ସାଧାରଣତଃ…

ବର୍ଷାରେ ଭିଜିବ ରଥଯାତ୍ରା !

ଭୁବନେଶ୍ୱର: ରାତି ପାହିଲେ ପବିତ୍ର ଘୋଷଯାତ୍ରା l ପୁରୀରେ ରଥ,ପଥ, ଭକ୍ତ ସମସ୍ତେ ପ୍ରସ୍ତୁତ l ବଡ଼ଦେଉଳରୁ ବଡ଼ଦାଣ୍ଡ ଭକ୍ତ ଗହଳିରେ ଉଛୁଳି ପଡ଼ିଲାଣି | ତେବେ ଆସନ୍ତାକାଲି ପୁରୀରେ କିଭଳି ରହିବ ପାଣିପାଗ? ସେନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ…

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ, ଆକୁଳ ଭକ୍ତ

ପୁରୀ : ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ଏଥିପାଇଁ ରଥ, ପଥ ସବୁ ପ୍ରସ୍ତୁତ। ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ମହାପ୍ରଭୁଙ୍କ ଆଜ୍ଞାମାଳ । ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ…

ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ପ୍ରତିଷ୍ଠା ହେବ ୫୮ ଶୀତଳ ଭଣ୍ଡାର: ସବ ଡିଭିଜନ ସ୍ତରରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିସାନ ଯୋଜନାରୁ ବଞ୍ଚିତ ଅଛନ୍ତି ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍ କରାଯିବ | କେବଳ ଭୂମିହୀନ ଚାଷୀଙ୍କୁ ଛାଡି ପ୍ରଧାନମନ୍ତ୍ରୀ କିସାନ ପାଇଁ ଯୋଗ୍ୟ ବିବେଚିତ ହେଉଥିବା କାଳିଆ ହିତାଧିକାରୀଙ୍କୁ ସାମିଲ କରାଯିବ | ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ…

ସୋମବାର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛୁଟି

ଭୁବନେଶ୍ବର : ସୋମବାର (ଜୁଲାଇ ୮ ତାରିଖ) ବନ୍ଦ ରହିବ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ। ଆଜି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରଥଯାତ୍ରା ପାଇଁ…

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ…

ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଆସି ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରିଥିଲେ। ସେଠାରୁ ରାଷ୍ଟ୍ରପତି ବିମାନ ବନ୍ଦରରୁ ସଡକ ପଥରେ…

କାର୍ଯ୍ୟ ଚାପ: ଶିଡ଼ିରୁ ଡେଇଁ ରୋବଟ୍‍ର ଆତ୍ମହତ୍ୟା

ନୂଆଦିଲ୍ଲୀ : କାର୍ଯ୍ୟକ୍ଷେତ୍ରରେ ଚାପ, ପାରିବାରିକ, ସ୍ବାସ୍ଥ୍ୟଗତ ଏବଂ ଆର୍ଥିକ ସମସ୍ୟା ଯୋଗୁଁ ଲୋକମାନେ ଆତ୍ମହତ୍ୟା କରିଥାନ୍ତି। ତେବେ କାର୍ଯ୍ୟ ଚାପ ଯୋଗୁଁ ଗୋଟିଏ ରୋବଟ୍‌ ଆତ୍ମହତ୍ୟା କରିଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ଦକ୍ଷିଣ କୋରିଆର ଗୁମି ମହାନଗର ନିଗମରେ…