ଆମ୍ବେଦକର ବିବାଦରେ ଏନଡିଏ ଓ ଇଣ୍ଡି ମେଣ୍ଟ ମଧ୍ୟରୁ କାହାକୁ ମିଳିବ ଅଧିକ ଫାଇଦା ?

ନୂଆଦିଲ୍ଲୀ: ସମ୍ବିଧାନ ନିର୍ମାତା ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ପ୍ରତି କଥିତ ଅପମାନକୁ ନେଇ ଗତ ଦୁଇ ସପ୍ତାହ ସମଗ୍ର ଦେଶର ରାଜନୀତି ସରଗରମ ରହିଛି। କଂଗ୍ରେସ ସମେତ ଅନେକ ବିରୋଧୀ ଦଳ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ…

‘କେରଳ ମିନି ପାକିସ୍ତାନ’ ବୟାନ ପାଇଁ ବିବାଦରେ ମନ୍ତ୍ରୀ ରାଣେ

ମୁମ୍ବାଇ : ବିବାଦରେ ମହାରାଷ୍ଟ୍ରର କ୍ଷମତାସୀନ ମହାୟୁତି ସରକାରର ମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ। ସେ ଦେଇଥିବା ବୟାନ ବିବାଦର କେନ୍ଦ୍ରବିନ୍ଦୁ ପାଲଟିଛି। କଂଗ୍ରେସର ରାହୁଲ ଗାନ୍ଧି ଓ କେରଳର ୱାୟନାଡରୁ ସାଂସଦ ହୋଇଥିବା ପ୍ରିୟଙ୍କା…

ପି.କେ ମିଶ୍ରଙ୍କ ଝିଅ-ଜ୍ୱାଇଁ କହି ଠକୁଥିଲେ ହଂସିକା ଓ ଅନୀଲ୍‌

ଭୁବନେଶ୍ବର : ଠକେଇର ସବୁ ସୀମା ପାର୍‌ କରିଦେଲେ। ଠକେଇ କଲେ କଲେ ଶେଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ରଙ୍କୁ ଛାଡ଼ିଲେନି। ତାଙ୍କ ଝିଅ-ଜ୍ୱାଇଁର କହି ଠକୁଥିଲେ ଦୁଇ ଠକ। ତାହା ପୁଣି ରାଜ୍ୟ ରାଜଧାନୀ ଭୁବନେଶ୍ୱର ଛାତି ଉପରେ।…

ଜିନ୍ନତ ଏବେ ପୂରା ଫିଟ୍‌, ଖୁବ ଶୀଘ୍ର ଫେରିବ ଓଡ଼ିଶା

ଭୁବନେଶ୍ବର : ବହୁ ଦିନର ଲୁଚକାଳି ଖେଳ ପରେ ଗତକାଲି ଟ୍ରାଙ୍କୁଲାଇଜ୍‌ ହୋଇଛି ବାଘୁଣୀ ‘ଜିନ୍ନତ’ । ଏବେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରେ ଥିବା ଜିନ୍ନତ ପୂରାପୂରି ସୁସ୍ଥ ଅଛି ଓ ଖୁବ ଶୀଘ୍ର ଓଡ଼ିଶା ଫେରିବ । ଆଜି ଏ…

ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ

ଭୁବନେଶ୍ବର : ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ହେବ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ। ଡବଲ ଇଞ୍ଜିନ ସରକାରର ଲାଭ ପାଇବେ ରାଜ୍ୟବାସୀ। ଏନେଇ ବିଭାଗୀୟ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କେନ୍ଦ୍ରୀୟ ଟିମ୍‌ ମଧ୍ୟ ଏନେଇ ଓଡ଼ିଶା…

ଜାନୁୟାରୀ ୩ରୁ ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ବର : ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡ଼ାରୁ ମିଳିବ ଅଧିକ ସହରକୁ ସିଧାସଳଖ ବିମାନସେବା । ଜାନୁୟାରୀ ୧ରୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁୟାରୀ ୩ରୁ ଭୁବନେଶ୍ୱର ବିମାନ…

ହିଞ୍ଜିଳିରେ ନବୀନଙ୍କ ଫସଲ କ୍ଷୟକ୍ଷତି ସମୀକ୍ଷା

ହିଞ୍ଜିଳିକାଟୁ: ଦିନିକିଆ ଗଞ୍ଜାମ ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁଁଁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ସ୍ଥିତ ମହାତ୍ମାଗାନ୍ଧୀ ଖେଳ ପଡ଼ିଆଠାରେ ଦିନ…

୨୦୨୫ରେ ୩ ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ୨୦୨୫ ମସିହା ହେଉଛି ‘ସୁଭଦ୍ରା’ ଯୋଜନାର ବର୍ଷ। ଏହି ବର୍ଷ ସୁଭଦ୍ରା ଯୋଜନାରେ ମାଲେମାଲ ହେବେ ମହିଳା। କାରଣ ଆସନ୍ତା ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…

ଷ୍ଟାଡିୟମ ଗ୍ୟାଲେରିରୁ ଖସି ପଡ଼ିଲେ ବିଧାୟିକା, ଅବସ୍ଥା ଗୁରୁତର

ତ୍ରିଭେନ୍ଦ୍ରମ : ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଷ୍ଟାଡିୟମରେ ପହଞ୍ଚିଥିଲେ କଂଗ୍ରେସ ବିଧାୟିକା। ମାତ୍ର ହଠାତ୍‌ ଘଟିଲା ଅଘଟଣ । ଷ୍ଟାଡିୟମ ଗ୍ୟାଲେରିରୁ ତଳକୁ ଖସି ପଡ଼ିଲେ ବିଧାୟିକାଜଣକ । ଏପରି ଏକ ଘଟଣା କେରଳରେ ଘଟିଛି। ଗୁରୁତର ବିଧାୟିକାଜଣକ ହେଉଛନ୍ତି…

କୃଷକ ସଂଗଠନର ପଞ୍ଜାବ ବନ୍ଦ ଡାକରା, ୧୫୦ ଟ୍ରେନ ବାତିଲ

ନୂଆଦିଲ୍ଲୀ : ଜାରି ରହିଥିବା ଚାଷୀ ଆନ୍ଦୋଳନ ମଧ୍ୟରେ ଆଜି ପଞ୍ଜାବ ବନ୍ଦ ଡାକରା ଦେଇଛନ୍ତି ଏକାଧିକ କୃଷକ ସଂଗଠନ। ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ ମଜଦୁର ମୋର୍ଚ୍ଚା ଭଳି ସଂଗଠନ ପକ୍ଷରୁ ଆଜି ପଞ୍ଜାବରେ ରାଜ୍ୟବ୍ୟାପୀ ବନ୍ଦ ଡାକରା…