2024

ଏ ବର୍ଷ ରାଜ୍ୟରେ ଲାଗିବ ୫ କୋଟି ଗଛ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଏ ବର୍ଷ ରାଜ୍ୟରେ ମୋଟ ୫ କୋଟି ଗଛ ଲଗାଇବା ପାଇଁ ଟାର୍ଗେଟ କରିଛି ବନ ବିଭାଗ। ଶିକ୍ଷାନୁଷ୍ଠାନ, ଘରୋଇ ଅନୁଷ୍ଠାନ, ଛାତ୍ରଛାତ୍ରୀ ଭଳି ସମସ୍ତଙ୍କୁ ବଣ୍ଟାଯିବ ଚାରା। ସମସ୍ତେ ଅତି କମ୍ ରେ ଗୋଟିଏ ଗଛ ଲଗାଇବାକୁ ଅନୁରୋଧ…

ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ରେ ଥାନାରେ ଏତଲା

ଭୁବନେଶ୍ୱର: ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଲିଖିତ ଅଭିଯୋଗ । କ୍ୟାପିଟାଲ ଥାନାରେ ଅଭିଯୋଗ କଲେ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗରେ ଏତଲା ଦାୟର କରାଯାଇଛି। ସ୍ବତନ୍ତ୍ର…

NEET-PG ପାଇଁ ଘୋଷଣା ହେଲା ତାରିଖ, ୨ଟି ସିଫ୍ଟରେ ହେବ ପରୀକ୍ଷା

ନିଟ୍‌ ପେପର ଲିକ୍‌ ଅଭିଯୋଗ ମଧ୍ୟରେ ସ୍ଥଗିତ ରହିଥିବା ନିଟ୍‌-ପିଜି ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଅଗଷ୍ଟ ୧୧ ତାରିଖରେ ନିଟ୍‌ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ପୋଷ୍ଟଗ୍ରାଜ୍ୟୁଏଟ ମେଡିକାଲ ପାଠ୍ୟକ୍ରମ ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି…

୪୬ ବର୍ଷ ପରେ ଖୋଲାଯିବ ରତ୍ନଭଣ୍ଡାର, ସରକାର ଦେଇଥିବା ଦାୟିତ୍ୱକୁ ସଠିକ ଭାବେ ତୁଲାଇବି : ଜଷ୍ଟିସ ବିଶ୍ବନାଥ ରଥ

ପୁରୀ : ବିଜେପି ସରକାର ଆସିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢିଯାଇଛି । କେବେ ଖୋଲିବ ରତ୍ନ ଭଣ୍ଡାର ଏ ନେଇ ଚର୍ଚ୍ଚା ଲାଗି ରହିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ…

ମୋହନ ମାଝୀଙ୍କୁ ଥାନାରେ ଖରାପ ବ୍ୟବହାର ଦେଖାଇ ଚର୍ଚ୍ଚାକୁ ଆସିଥିବା ଆଇଆଇସିଙ୍କ ବଦଳି

କଟକ: କେନ୍ଦୁଝରର ଆଇଆଇସି ତ୍ରିନାଥ ସେଠୀଙ୍କର ଗଜପତିକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର ଆଇଆଇସି ଅମିତ କୁମାର ଭୂୟାଁ କେନ୍ଦୁଝର ଥାନାକୁ ବଦଳି ହୋଇଛନ୍ତି। ତ୍ରିନାଥ ହେଉଛନ୍ତି ସେହି ବ୍ୟକ୍ତି…

ଭୋଲେ ବାବାଙ୍କ ଆଶ୍ରମରେ ପଞ୍ଚତାରକା ସୁବିଧା, କାଶୀ ବିଶ୍ୱନାଥ ମନ୍ଦିରର କଳାକୃତି

ଉତ୍ତର ପ୍ରଦେଶ ହାଥରସ ସତସଙ୍ଗରେ ପ୍ରବଚନ ଦେଉଥିବା ଆତ୍ମଘୋଷିତ ଭୋଲେ ବାବାଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ସହ ଏକାଧିକ ଅପରାଧିକ ମାମଲା ଥିବାବେଳେ ଏବେ ତାଙ୍କ ସମ୍ପତି ଏବଂ ବିଳାସ ବ୍ୟସନ…

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ, ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ । ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁର ରାଜନୀତିରେ…

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜୁଲାଇ ୫ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖ‌ୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,…

ହାଥରସ ଦଳାଚକଟା ଘଟଣା: ମୃତକ ଓ ପୀଡିତଙ୍କ ପରିବାରକୁ ଭେଟିଲେ ରାହୁଲ ଗାନ୍ଧି

ଉତ୍ତର ପ୍ରଦେଶର ହାଥରସ ଦଳାଚକଟା ଘଟଣାରେ ୧୨୧ ଜଣଙ୍କ ମୃତ୍ୟୁ ସମଗ୍ର ଦେଶରେ ଶୋକର ଛାୟା ଖେଳାଇ ଦେଇଛି। ଯେଉଁଠି ଦେଖିଲେ, ସେଇଠି ଶବ ପଡ଼ିଛି। ସତସଙ୍ଗରେ ଯୋଗଦେବାକୁ ଯାଇ ଜୀବନ ଏପରି ଅଣନିଶ୍ୱାସୀ ହୋଇ ଚାଲିଯିବ, କେବେ କେହି ଭାବି…

ଦିନକ ପରେ ପୁରୀ ବିଶ୍ବପ୍ରିସଦ୍ଧ ରଥଯାତ୍ରା: ୩ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର

ପୁରୀ : ଦିନକ ପରେ ପୁରୀ ବିଶ୍ବପ୍ରିସଦ୍ଧ ରଥଯାତ୍ରା । ୩ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର । ସରିଲାଣି ସିଂହାସନ ପ୍ରଭାରେ ରୂପ ଖୋଦେଇ l ଚାଲିଛି ରଙ୍ଗ କାର୍ଯ୍ୟ । ତିନି ରଥକୁ ଉଠିଛି କଳସ, ଓଲଟ…