ସତ୍ସଙ୍ଗରେ ଦଳାଚକଟା: ମୃତ୍ୟୁ ସଂଖ୍ୟା ୧୦୦ ଟପିଲା
ଲକ୍ଷ୍ନୌ: ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍ସଙ୍ଗର ଉଦ୍ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ…
