ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା
ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ…
