2024

NEET ପ୍ରସଙ୍ଗରେ ଆଲୋଚନାକୁ ଅନୁମତି ଦେଲେନି ବାଚସ୍ପତି, ବିରୋଧୀଙ୍କ କକ୍ଷତ୍ୟାଗ

NEET-UG ପରୀକ୍ଷାରେ ତ୍ରୁଟିକୁ ନେଇ ଆଜି ବି ସଂସଦରେ ହୋହଲ୍ଲା କରିଛନ୍ତି ବିରୋଧୀ। ଏହି ପ୍ରସଙ୍ଗ ଉପରେ ସ୍ୱତନ୍ତ୍ର ଗୋଟିଏ ଦିନ ଆଲୋଚନାକୁ ବାଚସ୍ପତି ଅନୁମତି ନ ଦେବାକୁ କକ୍ଷତ୍ୟାଗ କରିଛନ୍ତି ବିରୋଧୀ। ଆଜି ସଂସଦ ଅଧିବେଶନ ଆଲୋଚନା ସମୟରେ ରାହୁଲ…

ଅନୁଗୁଳରେ ସେକ୍ସ ରାକେଟ ଠାବ, ଦୁଇ ରୁପଜୀବୀଙ୍କ ସହ ୪ ଅଭିଯୁକ୍ତ ଗିରଫ

ଅନୁଗୁଳ: ଅନୁଗୁଳ ମଦନମୋହନ ପଡାରେ ସେକ୍ସ ରାକେଟ ଠାବ କରିଛି ଅନୁଗୁଳ ପୁଲିସ । ଅନୁଗୁଳ ପୁଲିସ ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ମଦନମୋହନ ପଡ଼ା ସ୍ଥିତ ବିକ୍ରମ ଲଜ ପଛ ପଟେ ଥିବା ଗୋଟିଏ ଦୁଇ ମହଲା ଘର…

ଚୀନ-ଫିଲିପାଇନ୍ସ ମୁହାଁମୁହିଁ, ଦକ୍ଷିଣ ଚୀନ ସାଗରରେ ବିମାନବାହୀ ଜାହାଜ ମୁତୟନ କଲା ବେଜିଂ

ବେଜିଂ: ଚୀନ୍ ଓ ଫିଲିପାଇନ୍ସ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ସେପଟେ ଫିଲିପାଇନ୍ସ ଉପକୂଳ ନିକଟରେ ଚୀନ ନିଜର ଦ୍ୱିତୀୟ ବିମାନବାହୀ ଜାହାଜ ‘ଶାନଡୋଙ୍ଗ’କୁ ମୁତୟନ କରିଛି । ଚୀନ୍ ଜାହାଜଟି ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି।…

CBI ଗିରଫଦାରୀ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ତ ହେଲେ କେଜ୍ରିୱାଲ

CBI ଗିରଫଦାରୀ ବିରୋଧରେ ହାଇକୋର୍ଟରେ ପହଞ୍ଚିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ଆଜି ସିବିଆଇ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଉଚ୍ଚ ନ୍ୟାୟାଳୟରେ ଏକ ଆବେଦନ କରିଛନ୍ତି। ଅବକାରୀ ନୀତି ଦୁର୍ନୀତି ମାମଲାରେ ଜୁନ୍ ୨୬ରେ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା।…

ଜାଲରେ ପଡିଲା ୪୦ କେଜି ଓଜନର ବିରଳ ପ୍ରଜାତିର ମାଛ

ବୌଦ୍ଧ : ଜାଲରେ ପଡିଲା ବିରଳ ପ୍ରଜାତିର ମାଛ। ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ମହାନଦୀରୁ ଧରାପଡ଼ିଲା ୪୦ କେଜି ଓଜନର ବୁଦ ମାଛ। ଏହି ମାଛ ସାତକୋଶିଆରୁ ଚାଲିଆସିଥିବା ଅନୁମାନ କରାଯାଉଛି। ଆଜି ସକାଳେ ମହାନଦୀରେ ମାଛ ଧରୁଥିବାବେଳେ ମତ୍ସ୍ୟଜୀବୀଙ୍କ…

ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର

ଢେଙ୍କାନାଳ: ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର। ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ। ସପ୍ତଶଯ୍ୟା ବୁଲିବାକୁ ଯାଇ ୫ ଛାତ୍ର ଅନ୍ଧାରରେ ଫସି ଯାଇଥିଲେ। ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର…

TRAIର ନୂଆ ନିୟମ ଲାଗୁ; ଆଉ ସହଜ ହେବନି ସିମ୍ କାର୍ଡ ପରିବର୍ତ୍ତନ

ଆଜିଠୁ ବଦଳିଲା ସିମ୍ କାର୍ଡ ନିୟମ। ଆଉ ସହଜ ହେବନି ସିମ୍ କାର୍ଡ ପରିବର୍ତ୍ତନ। ମୋବାଇଲ ବ୍ୟବହାରକାରୀଙ୍କ ପାଇଁ ଲାଗୁ ହୋଇଛି TRAIର ନୂଆ ନିୟମ। ଟ୍ରାଇର ନିଷ୍ପତ୍ତି ଅନୁସାରେ ଏବେ ଆଉ ସହଜ ହେବନି ସମାନ ନମ୍ବର ଥାଇ ସେବା…

୩ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ୩ ଜଣ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ । ଗୃହ ସଚିବ ଅଜୟ କୁମାର ଭାଲ୍ଲାଙ୍କୁ କାର୍ମିକ ଓ ତାଲିମ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି । ସେହିପରି ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ସଚିବ…

ବିଷାକ୍ତ ଛତୁ ଖାଇ ୧୧ ଅସୁସ୍ଥ, ୫ ଜଣଙ୍କ ଅବସ୍ଥା ଗୁରୁତର

ଭଞ୍ଜନଗର: ବିଷାକ୍ତ ଛତୁ ଖାଇ ୩ ପରିବାରର ୧୧ ଜଣ ଅସୁସ୍ଥ । ଅସୁସ୍ଥ ଭଞ୍ଜନଗର ମେଡିକାଲରେ ଭର୍ତ୍ତି । ୫ ଜଣଙ୍କ ଅବସ୍ଥା ଗୁରୁତର । ଅସୁସ୍ଥ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପାର୍ତିଗୁଡ଼ା ଗାଁରେ ଏହି ଅଭାବନୀୟ ଘଟଣା…

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଆଇଏଏସ ନିକୁଞ୍ଜ ଧଳ

ଭୁବନେଶ୍ବର: ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ। ଏହା ପୂର୍ବରୁ ରାଜ୍ୟ ସରକାର ଆଜି ମନୋଜ…