2024

୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ

ଭୁବନେଶ୍ବର: ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ। ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର…

ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧିକୁ ରୋକିବା ମନ୍ତ୍ରୀଙ୍କ ପରାମର୍ଶ

ମାଲକାନଗିରି: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ସରକାରଙ୍କ ଯୋଗାଣ ଓ…

ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ନିଜ ଦଳର କାଉନ୍‌ସିଲର

ଭବାନୀପାଟଣା : ଭବାନୀପାଟଣା ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ନିଜ ଦଳର ସମସ୍ତ କାଉନ୍‌ସିଲର। ଏଥିସହ ବିରୋଧୀ କଂଗ୍ରେସ୍‌ ଓ ବିଜେପିର ଦୁଇ କାଉନ୍‌ସିଲର ମଧ୍ୟରେ ଅନାସ୍ଥାକୁ ସମର୍ଥନ ଜଣାଇ ଜିଲ୍ଲାପାଳଙ୍କ ପାଖରେ ଫେରାଦ ହୋଇଛନ୍ତି। ଭବାନୀପାଟଣା ପୌରପାଳିକାକୁ ବିଜେଡି ଅକ୍ତିଆର…

ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି।…

ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧିତ କରିବ ବିଜେପି

ଭୁବନେଶ୍ବର : ଆସନ୍ତା ରବିବାର ଦିନ ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବା…

ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର : ମନୋଜ ଆହୁଜା ଆଜି ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ (ଜିଏ) ଓ ସାଧାରଣ ଅଭିଯୋଗ (ପିଜି) ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦…

ଦିଲ୍ଲୀରେ ୮୮ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ : ଗୁରୁବାର ଠାରୁ ଦିଲ୍ଲୀ-ଏନସିଆରରେ ଆରମ୍ଭ ହୋଇଥିବା ଅବିଶ୍ରାନ୍ତ ବର୍ଷା ରାଜଧାନୀରେ ଭୟଙ୍କର ସ୍ଥିତି ସୃଷ୍ଟି କରିଛି। କୃତ୍ରିମ ବନ୍ୟାରେ ଉବୁଟୁବୁ ହୋଇଛି ଦିଲ୍ଲୀ। ସାଂସଦ ଓ ମନ୍ତ୍ରୀଙ୍କ ଘରେ ପଶିଛି ପାଣି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ପାଣି…

ବୋଇଂ ଷ୍ଟାରଲାଇନର୍‌ରେ ସୁଧୁରୁନି ଯାନ୍ତ୍ରିକ ତ୍ରୁଟି, ସୁନିତାଙ୍କ ଫେରିବା ନେଇ ଅନିଶ୍ଚିତତା

ଫ୍ଲୋରିଡା : ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍‌ସ ଓ ତାଙ୍କର ସହଯୋଗୀ ବଚ୍‌ ୱିଲମୋର ଚଳିତମାସ ୫ରେ ବୋଇଂ ଷ୍ଟାରଲାଇନର ଯାନରେ ମହାକାଶକୁ ଯାତ୍ରା କରିଥିଲେ। ଆଇଏସଏସ୍‌ରେ ୯ ଦିନ ରହିବା ପରେ ଜୁନ ୧୪ରେ ସୁନିତା ପୃଥିବୀ ପୃଷ୍ଠକୁ…

ନିଟ୍ ପ୍ରସଙ୍ଗକୁ ନେଇ ସଂସଦରେ ହଙ୍ଗାମା, ଲୋକସଭା ସୋମବାର ଯାଏ ମୁଲତବୀ

ନୂଆଦିଲ୍ଲୀ : ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ସଂସଦର ଉଭୟ ଗୃହରେ ଶୁକ୍ରବାର ହଙ୍ଗାମା କରିଛନ୍ତି ବିରୋଧୀ। ନିଟ ପ୍ରସଙ୍ଗରେ ଗୃହରେ ଆଲୋଚନା ଦାବି କରି ବିରୋଧୀମାନେ ହୋହଲ୍ଲା କରିଥିଲେ। ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଲୋକସଭାରେ ବାଚସ୍ପତି ଓମ…

ଆତଙ୍କୀ ପାଣ୍ଠିଯୋଗାଣ ବନ୍ଦ ପାଇଁ ଭାରତର ପଦକ୍ଷେପକୁ ଏଫଏଟିଏଫର ପ୍ରସଂଶା

ସିଙ୍ଗାପୁର: ଫାଇନାନ୍ସିଆଲ ଆକ୍ସନ ଟାସ୍କ ଫୋର୍ସ (ଏଫଏଟିଏଫ) ଶୁକ୍ରବାର ସିଙ୍ଗାପୁରରେ ଅନୁଷ୍ଠିତ ପୂର୍ଣ୍ଣାଙ୍ଗ ବୈଠକରେ ମନି ଲଣ୍ଡରିଂ ଉପରେ ଭାରତର ପାରସ୍ପରିକ ଆକଳନ ରିପୋର୍ଟକୁ ଗ୍ରହଣ କରିବା ସହ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ପ୍ରଶଂସା କରିଛି। ଏହି ଦୁଇ…