ଦିଲ୍ଲୀ ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା; ମୃତକଙ୍କ ପରିବାରକୁ ୨୦ ଲକ୍ଷ ଓ ଆହତଙ୍କୁ ୩ ଲକ୍ଷ ଟଙ୍କା ଘୋଷଣା
ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦର ଛାତ ଭୁଶୁଡିବା ଘଟଣାରେ ମୃତକଙ୍କୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କିଞ୍ଜାରାପୁ। ମୃତକଙ୍କୁ ୨୦ ଲକ୍ଷ ଓ ଆହତଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ…
