ଖାଲି ପଡ଼ିଥିବା ଯୋଗାଣ ନିରୀକ୍ଷକ ପଦବି ଶୀଘ୍ର ପୂରଣ ହେବ: ମନ୍ତ୍ରୀ
ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲାର ଅନେକ ବ୍ଳକରେ ଯୋଗାଣ ନିରୀକ୍ଷକ ପଦବି ଖାଲି ପଡ଼ିଥିବା ବେଳେ ଏହା ପୂରଣ କରାଯିବା ସକାଶେ ତୁରନ୍ତ ଚେଷ୍ଟା କରାଯିବ। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗୁରୁବାର ଏହା କହିଛନ୍ତି।…
