ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ
ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ…
ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ…
ବର୍ଷୀୟାନ ବିଜେପି ନେତା ତଥା ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ ୯୭ ବର୍ଷୀୟ ଆଡ଼ଭାନୀଙ୍କୁ ଦୁଇ ଦିନ ପୂର୍ବରୁ ଡାକ୍ତରଖାନାକୁ…
ଉଦଳା : ମୃତ ଯବାନଙ୍କ ଟଙ୍କା ପାଇବାକୁ ସାଂଘାତିକ ଫର୍ଜରୀ କରିଛନ୍ତି କିଛି ଲୋକ । ଏମିତିକି ଫର୍ଜରୀ କରି ସିଆଇଏସଏଫରୁ ୨୦ ଲକ୍ଷ ଟଙ୍କା ଆଣି ବାଣ୍ଟିକୁଣ୍ଟି ଖାଇଛନ୍ତି । କିନ୍ତୁ ପର ଟଙ୍କାକୁ ସିନା ଛଳ କରି ଖାଇଦେଲେ ହେଲେ…
ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ। ହାଇକୋର୍ଟରୁ ଜାମିନ୍ ପାଇବା ପରେ ଆଜି ସକାଳୁ ସେ ହାଇଦ୍ରାବାଦ ସ୍ଥିତ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରୁ ମୁକୁଳିଛନ୍ତି। ଗତକାଲି ବେଲ୍ ମିଳିଥିଲେ ବି ସେ ଜେଲରେ ରାତି କାଟିଥିଲେ। ହାଇକୋର୍ଟରୁ ଜାମିନ ମିଳିବା…
ରାଉରକେଲା: ସୁନ୍ଦରଗଡ଼ ବଣାଇରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ଘଟଣା । ଘଟଣାର ପର୍ଦ୍ଦାଫାସ କଲା ପଶ୍ଚିମାଞ୍ଚଳ ଡିଆଇଜି । ସେପଟେ ମହିଳାଙ୍କ ସ୍ବାମୀ ଦେବେନ ବେହେରା ଓ ନଣନ୍ଦେଇ ଗିରଫ । ମହିଳାଙ୍କ ନଣନ୍ଦେଇ ଜଣେ ପୋଲିସ ଏଏସଆଇ ।…
ଭୁବନେଶ୍ବର: ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ…
କୋଟି କୋଟି ଓଡ଼ିଆ ଲୋକଙ୍କ ମଉଡ଼ମଣି ଶ୍ରୀ ଜଗନ୍ନାଥଙ୍କ ଘରଣୀ ମା’ ମହାଲକ୍ଷ୍ମୀ ଏବେ ଶ୍ରୀମନ୍ଦିର ଭିତରେ କ୍ଷୁଣ୍ଣ ଅବସ୍ଥାରେ ପୂଜା ପାଉଛନ୍ତି । ଏକଥା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାର ସତ୍ୟତାକୁ ଆହୁରି ଦୃଢ କରିଛି ଖୋଦ ସେବାୟତଙ୍କ…
ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଡ. ଏସ ଜୟଶଙ୍କର ଶୁକ୍ରବାର ଲୋକସଭାରେ କହିଛନ୍ତି ଯେ ଭାରତ ଅନ୍ୟ ପଡୋଶୀ ଦେଶ ପରି ପାକିସ୍ତାନ ସହ ଭଲ ସମ୍ପର୍କ ଚାହୁଁଛି, କିନ୍ତୁ ଆମେ ଆତଙ୍କବାଦମୁକ୍ତ ପଡ଼ୋଶୀ ଚାହୁଁ। ପାକିସ୍ତାନ ଏବଂ ଭାରତ ମଧ୍ୟରେ ତିକ୍ତ…
ଭୁବନେଶ୍ବର: ଭୁବନେଶ୍ବର ଭଳି ନୟାଗଡ଼ ଖଣ୍ଡପଡ଼ାରେ ହେବ ପ୍ଲାନେଟାରିୟମ । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ାରେ ପ୍ଲାନେଟାରିୟମ ନିର୍ମାଣ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଛୀ କହିଛନ୍ତି, ଆଜି ଆମ ସମସ୍ତଙ୍କ ପାଇଁ ଖୁସିର ଦିନ। ନିଯୁକ୍ତି ସମାହାର ଆୟୋଜନ କରାଯାଇଛି। ଏହି ଅବସରରେ ମଞ୍ଚରେ ଉପସ୍ଥିତ ଥିବା ସରକାରଙ୍କ ମନ୍ତ୍ରୀ ଓ ସଚିବଙ୍କ ସମେତ ନବ ନିଯୁକ୍ତ ଏବଂ ଗଣମାଧ୍ୟମ…