ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ କମ ଦିନ ଭିତରେ ନୂଆ ଶିକ୍ଷକ ନିଯୁକ୍ତି ଦିଆଯିବ। ଗତକାଲି ରିଭ୍ୟୁ ମିଟିଂ…
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ କମ ଦିନ ଭିତରେ ନୂଆ ଶିକ୍ଷକ ନିଯୁକ୍ତି ଦିଆଯିବ। ଗତକାଲି ରିଭ୍ୟୁ ମିଟିଂ…
ସୁରକ୍ଷାବାହିନୀକୁ ମିଳିଲା ସଫଳତା। ଘାଟିରେ ଏନ୍କାଉଣ୍ଟରେ ଟଳିଲେ ଦୁଇ ଆତଙ୍କବାଦୀ। ବୁଧବାର ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ସୁରକ୍ଷାବାହିନୀ ଓ ଆଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍କାଉଣ୍ଟରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନା…
ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ । ସୂଚନା…
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ ୨ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ଏ ନେଇ ସୂଚନା ଦେଲେ ଜୟପୁର ଏସଡିପିଓ ଅଙ୍କିତ ବର୍ମା ।…
ଅସୁସ୍ଥ ହୋଇପଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। କୋର୍ଟ ରୁମ୍ରେ ବିଗିଡିଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା। ତାଙ୍କ ସୁଗାର ଲେବୁଲ ହ୍ରାସ୍ ପାଇଛି। ଏଥିପାଇଁ ତାଙ୍କୁ ଅନ୍ୟ ଏକ କୋଠରୀରେ ବସାଯାଇଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍ରିୱାଲଙ୍କୁ ବିଧିବଦ୍ଧ ଭାବେ…
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା ଛେଣ୍ଡ ଥାନା ପୋଲିସ । ଗତ ୨୩ ତାରିଖରେ ଛେଣ୍ଡ କଲୋନୀ ସ୍ଥିତ ଆରଡିଏ କଲୋନୀରେ ରହୁଥିବା ନିହାର ସରକାର…
ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ…
ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ଦଶ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚନିକ ଭୋଟରେ ବିରୋଧୀ…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା । ନବଯୌବନ ଦର୍ଶନ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଛି । ଏହାକୁ ସୂଚାରୁ ରୂପେ ସମ୍ପନ୍ନ କରିବା ଚ୍ୟାଲେଞ୍ଜ ।…