ନାରାୟଣପାଟଣାରେ କୌଣସି ଅଜଣା ରୋଗ ନୁହେଁ ତାହା ହାଡ଼ଫୁଟି, କୌଣସି ମୃତ୍ୟୁ ନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ନାରାୟଣପାଟଣାରେ କୌଣସି ଅଜଣା ରୋଗ ନୁହେଁ ବରଂ ଯାହା ଫଟୋ ଆସିଛି, ତାହା ହାଡ଼ଫୁଟି ବା ପାଣି ବସନ୍ତ ହୋଇଛି। ଏଠାରେ କୌଣସି ମୃତ୍ୟୁ ହୋଇନାହିଁ। ଏପରି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର।…
