ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୬ ତାରିଖରୁ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,…
