ଜେଲ ଗଲେ ଅଲ୍ଲୁ ଅର୍ଜୁନ, ସକାଳେ ତାଙ୍କ ଘରୁ ଗିରଫ କରିଥିଲା ପୁଲିସ
ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ଏକ ସିନେମା ହଲ୍ରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ମାମଲାରେ ଜେଲ୍ ଗଲେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି ନାମପଲ୍ଲୀ କୋର୍ଟ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ଅଲ୍ଲୁଙ୍କୁ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ…
