କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ…
