ଆକ୍ରମଣ ପ୍ରସଙ୍ଗରେ ‘ଇଣ୍ଡିଆ’ ମେଣ୍ଟକୁ ଭେଟିବେ ମାଲିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପୂର୍ବତନ ସହଯୋଗୀ ବିଭବ କୁମାରଙ୍କ ଆକ୍ରମଣ ଘଟଣାକୁ ନେଇ ରାଜ୍ୟସଭା ସାଂସଦ ସ୍ୱାତୀ ମାଲିଓ୍ଵାଲ ମଙ୍ଗଳବାର ‘ଇଣ୍ଡିଆ’ ମେଣ୍ଟ ନେତାମାନଙ୍କୁ ଚିଠି ଲେଖି ସେମାନଙ୍କୁ ଭେଟିବା ପାଇଁ ସମୟ ମାଗିଛନ୍ତି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ…
