2024

୫ଟି ନାଆଁରେ ଓଡ଼ିଶାରେ ଯେଉଁ ଲୁଟ୍ ହୋଇଛି, ତାର ହିସାବ ମାଗିବୁ: ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ବରଗଡ଼: ୫ଟି ନାଆଁରେ ଓଡ଼ିଶାରେ ଯେଉଁ ଲୁଟ୍ ହୋଇଛି, ତାର ହିସାବ ମାଗିବୁ। ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ କହିଛନ୍ତି ଗତ ୨୪ ବର୍ଷ ଭିତରେ ଓଡ଼ିଶାର ଖଣିଖାଦାନକୁ ଯେଉଁ ଭଳି ଲୁଟ୍ କରାଯାଇଛି, ବିଜେପି…

ଲୋକଙ୍କୁ ଗୁଣାତ୍ମକ ସେବା ଯୋଗାଇ ଦେବା ଲାଗି ପୁଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଠିକ୍ ସେହିପରି ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ…

ପତ୍ନୀକୁ ହତ୍ୟା କରି ପୋତିଦେଲା ସ୍ୱାମୀ: ୪ ଦିନ ପରେ ଶବ ବାହାର କଲା ପୁଲିସ

ରାଉରକେଲା: ପାରିବାରିକ କଳହକୁ କେନ୍ଦ୍ର କରି ନୃଶଂସ କାଣ୍ଡ ଭିଆଇଛନ୍ତି ସ୍ୱାମୀ। ପତ୍ନୀ ତଣ୍ଟି ଚିପି ହତ୍ୟା କରିବା ପରେ ପଡ଼ୋଶୀଙ୍କ ସହାୟତାରେ ପୋତି ଦେଇଥିଲେ। ମୃତ ମହିଳା ଭାଇଙ୍କ ଲିଖିତ ଏତଲା ପରେ ଘଟଣା ସାମ୍ନାକୁ ଆସିଛି। ଚାରି ଦିନ…

୫୪ ଔଷଧ ଶସ୍ତା, ମଧୁମେହ ରୋଗୀଙ୍କ ସମେତ କୋଟି କୋଟି ଲୋକ ଉପକୃତ ହେବେ

ନୂଆଦିଲ୍ଲୀ: ଔଷଧ ଖର୍ଚ୍ଚ ଦ୍ୱାରା ଗ୍ରାହକଙ୍କ ଘରୋଇ ଖର୍ଚ୍ଚ ବୃଦ୍ଧି ପାଇବାରେ ଲାଗିଛି। ଏହା ଦ୍ବାରା ଗ୍ରାହକ ମଧ୍ୟ ସମସ୍ୟାରେ ପଡୁଛନ୍ତି।ମାତ୍ର ଗ୍ରାହକଙ୍କ ପାଇଁ ଖୁସି ଖବର ଆସିଛି। ସେମାନଙ୍କର ମାସିକ ଖର୍ଚ୍ଚ ଏବେ ହ୍ରାସ ପାଇବ। ବାସ୍ତବରେ, କୋଟି କୋଟି…

୧୮ରେ ଖୋଲିବ ସ୍କୁଲ; ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର : ଗ୍ରୀଷ୍ମ ଛୁଟି ପରେ ଆସନ୍ତା ଆସନ୍ତା ୧୮ ତାରିଖରୁ ଖୋଲିବ ସ୍କୁଲ୍। ସ୍କୁଲ୍ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ…

ଖଡ଼ଗେଙ୍କ ଭବିଷ୍ୟବାଣୀ: ଯେ କୌଣସି ମୁହୂର୍ତ୍ତରେ ଭାଙ୍ଗିପାରେ NDA ସରକାର

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନରେ କଂଗ୍ରେସ ସରକାର ଗଠନ କରିନି ସତ କିନ୍ତୁ ଇଣ୍ଡି ମେଣ୍ଟ ସହାୟତାରେ ୨୦୦ରୁ ଅଧିକ ଆସନ ହାତେଇବାରେ ସଫଳ ହୋଇଛି। ବିଜେପି ଏନ୍‌ଡିଏ ମେଣ୍ଟ ସହାୟତାରେ ସରକାର ଗଠନ କରିଛି। ତେବେ ଏହି ଏନ୍‌ଡିଏ ମେଣ୍ଟକୁ…

କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ ସାହିତ୍ୟ ଏବଂ ଯୁବ ପୁରସ୍କାର ଘୋଷିତ

ନୂଆଦିଲ୍ଲୀ : କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରଦାନ କରାଯାଉଥିବା ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି। ୨୦୨୪ ବର୍ଷ…

ଏନକାଉଣ୍ଟରରେ ୮ ନକ୍ସଲ ସଫା, ଜଣେ ଯବାନ ସହିଦ

ରାୟପୁର : ଏନକାଉଣ୍ଟରରେ ଟଳିଲେ ୮ ନକ୍ସଲ। ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟରେ ୮ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସେପଟେ ନକ୍ସଲଙ୍କ ଗୁଳିମାଡରେ ଜଣେ ଯବାନ…

‘ଏକାଧିକ ସିମ୍ ବ୍ୟବହାର କରୁଥିଲେ ଦେବାକୁ ହେବ ଶୁଳ୍କ’ ସମ୍ପୂର୍ଣ୍ଣ ମିଥ୍ୟା

ଭୁବନେଶ୍ବର : ଅନେକ ସମୟରେ ଜନସାଧାରଣଙ୍କୁ ମିଥ୍ୟା ସୂଚନା ଜରିଆରେ ବିଭ୍ରାନ୍ତ କରିବା ନୂଆ କଥା ନୁହେଁ। ସେମିତି ଏକ ସମ୍ବାଦ ଗତ ୨/୩ ଦିନ ହେବ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ବିଶେଷ କରି ଯେଉଁମାନେ ୧ରୁ ଅଧିକ ସିମ…

ଜି-୭ ଶିଖର ସମ୍ମିଳନୀ – ଅନେକ ନେତାଙ୍କ ସହ ମୋଦୀଙ୍କ ଦ୍ୱିପାକ୍ଷିକ ବୈଠକ

ନୂଆଦିଲ୍ଲୀ : ଇଟାଲୀର ଅପୁଲିଆଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାଧିକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ଆଜି ଅପରାହ୍ନରେ ମୋଦି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ସାକ୍ଷାତ କରିଛନ୍ତି। ପ୍ରତିରକ୍ଷା, ପରମାଣୁ, ମହାକାଶ, ଶିକ୍ଷା, ଜଳବାୟୁ କାର୍ଯ୍ୟାନୁଷ୍ଠାନ,…