ଜେଏନୟୁରେ ‘ଦି ସାବରମତି ରିପୋର୍ଟ’ ସ୍କ୍ରିନିଂ ବେଳେ ହଙ୍ଗାମା
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ଚଳଚ୍ଚିତ୍ର 'ଦି ସାବରବତୀ ରିପୋର୍ଟ' ସ୍କ୍ରିନିଂକୁ ନେଇ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଅଶାନ୍ତି ଦେଖାଦେଇଛି। ଫିଲ୍ମର ସ୍କ୍ରିନିଂକୁ ବିରୋଧ କରି ଗୋଟିଏ ଗୋଷ୍ଠୀ ପୋଷ୍ଟର ଚିରିବା ସହ ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି। ସେପଟେ…
