ଶୋଇଥିବା ବେଳେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍, ୮ ମୃତ
କୁଡ଼ିଆ ଘରେ ଶୋଇଥିବା ବେଳେ ହଠାତ୍ ମାଡି ଆସିଲା ମୃତ୍ୟୁ। ରାସ୍ତା କଡ଼ରେ ଥିବା ଏକ କୁଡ଼ିଆ ଘର ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍। ଏଥିରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ହୋଇଛି। ଉତ୍ତରପ୍ରଦେଶର ହରଦୋଇ ଅଞ୍ଚଳରେ…
କୁଡ଼ିଆ ଘରେ ଶୋଇଥିବା ବେଳେ ହଠାତ୍ ମାଡି ଆସିଲା ମୃତ୍ୟୁ। ରାସ୍ତା କଡ଼ରେ ଥିବା ଏକ କୁଡ଼ିଆ ଘର ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍। ଏଥିରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ହୋଇଛି। ଉତ୍ତରପ୍ରଦେଶର ହରଦୋଇ ଅଞ୍ଚଳରେ…
ଭୁବନେଶ୍ୱର : ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ଅଶ୍ବିନୀ ବୈଷ୍ଣବ ଓ ପୁରୀ ସାଂସଦ ସମ୍ବିତ ପାତ୍ର । ସକାଳ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପୁରୀରେ ପହଞ୍ଚିଥିଲେ । ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥଲେ ।…
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ସଂଶୋଧନ କଲା ପ୍ରଶାସନ । କହିଲା ନେଇ ପାରିବେ ଛୁଟି, ହେଲେ ଜରୁରୀ କାର୍ଯ୍ୟ ପାଇଁ ଡାକରା ଗଲେ ତୁରନ୍ତ ହେବେ ଉପସ୍ଥିତ । ଜୁନ୍ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ ନିର୍ଦ୍ଦେଶରେ…
ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ। ସ୍ଥଳସେନାର ଉପମୁଖ୍ୟ ଥିବା ଉପେନ୍ଦ୍ର ଦ୍ୱିବେଦୀଙ୍କୁ ସରକାର ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଲେଫ୍ଟନାଣ୍ଟ ଜେନେରାଲ ଦ୍ୱିବେଦୀ ବର୍ତ୍ତମାନ ସେନାର ଉପାଧ୍ୟକ୍ଷ ଅଛନ୍ତି। ଏବେ ସ୍ଥଳସେନା ମୁଖ୍ୟ…
ଭୁବନେଶ୍ବର: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେଙ୍କୁ ମିଲିଲା ଆଶ୍ବସ୍ତି । ନିୟମିତ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ନେଇ ତଳ କୋର୍ଟ ସର୍ତ୍ତ ସ୍ଥିର କରିବା ବାକି ଥିବା ବେଳେ ଆଜି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ପ୍ରଦାନ…
ହାଟିଡ଼ିହି: କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ଶାଳନ୍ଦୀ ନଦୀର ହଦଗନ ଡ୍ୟାମ୍ରେ ଗାଧୋଉଥିବାବେଳେ ୨ ଜଣ ଜଣ ଛାତ୍ର ପାଣିରେ ନିଖୋଜ ହୋଇଥିଲେ। ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତେବେ ଏହି ୨ ଜଣଙ୍କର ପ୍ରକୃତ ପରିଚୟ ଜଣାପଡି ନ…
ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ…
ଜମ୍ମୁରେ ତୀର୍ଥଯାତ୍ରୀ ବସ୍ ଉପରେ ହମଲା ଘଟଣାରେ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି ପୁଲିସ। ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିବା ସହ ସେମାନଙ୍କ ସମ୍ପର୍କରେ ସୂଚନା ଦେଲେ ଆର୍ଥିକ ପୁରସ୍କାର ମିଳିବ। ସୂଚନା ପ୍ରଦାନକାରୀଙ୍କୁ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି…
ଭୁବନେଶ୍ୱର: ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ। ତାଙ୍କ ସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ…
କଟକ : SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ । କଟକ SCB ଟ୍ରମା କେୟାର ICUର AC ଆଉଟଡୋରରେ ଲାଗିଛି ନିଆଁ । ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି…