2024

ଏନ୍‌କାଉଣ୍ଟର୍‌ରେ ଟଳିଲା ଜଣେ ଆତଙ୍କବଦୀ

ଜମ୍ମୁ ଓ କଶ୍ମୀର ପୁଣି ଏନକାଉଣ୍ଟର। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଜମ୍ମୁ ଓ କଶ୍ମୀର କାଠୁଆ ଜିଲ୍ଲାର ସାଇଦା ଗାଁରେ ଏନକାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ…

ଶ୍ରୀବଳଦେବଜିଉଙ୍କ ମନ୍ଦିର ହୁଣ୍ଡିରୁ ମିଳିଲା ୫.୮୭ ଲକ୍ଷ ଟଙ୍କା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ସିଦ୍ଧବଳଦେବଜିଉଙ୍କ ମନ୍ଦିରରେ ସ୍ଥାପିତ ହୁଣ୍ଡି ଖୋଲାଯାଇ ଏଥିରୁ ୫ ଲକ୍ଷ ୮୭ ହଜାର ୭୩୦ ଟଙ୍କା ମିଳିଛି। ଟ୍ରଷ୍ଟବୋର୍ଡ ସଭ୍ୟ ବଳରାମ ସୁଆର, ରଞ୍ଜନ ପୃଷ୍ଟି ଏବଂ ସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର…

ଶପଥ ନେବା ପୂର୍ବରୁ ଲୋକଙ୍କ ଦୁଃଖ ଶୁଣିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦେଲେ ଆଶ୍ୱାସନା

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଶପଥ ନେବା ପୂର୍ବରୁ ସାଧାଣର ଲୋକଙ୍କ ଦୁଃଖ ଶୁଣିଛନ୍ତି ଭାବି ମୁଖ୍ୟମନ୍ତ୍ରୀ। ଏହାସହ ସାଧାରଣଙ୍କୁ ଭଲମନ୍ଦ ପଚାରି ବୁଝିଛନ୍ତି। ସେହିପରି ଭାବରେ ରାସ୍ତା କଡ଼ରେ ଛିଡା ହୋଇଥିବା ପରିବହନ ବିଭାଗର…

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି ।…

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି…

କନକ ବର୍ଦ୍ଧନ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ

ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା ମୋହନ ମାଝୀ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ଡେପୁଟି ଭାବେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା…

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସବୁ କଲ୍ପନା ଜଲ୍ପନା ଉପରେ ଲାଗିଲା ବିରାମ । ଇତିହାସ ରଚିଲା ବିଜେପି । ୨୪ ବର୍ଷ ପରେ ଓଡିଶାକୁ ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କଲା ବିଜେପି ।…

ଅନ୍ତିମ ସଂସ୍କାରରେ ଯୋଗଦେବା ପୂର୍ବରୁ ଶବ ପାଲଟିଗଲେ; ଟ୍ରକ୍‌ ଧକ୍କାରେ ବ୍ୟବସାୟୀଙ୍କ ମୃତ୍ୟୁ

ରାଉରକେଲା: ରାଉରକେଲା ଦେଇ ବୀରମିତ୍ରପୁର ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ‌ହେଲେ ବୀରମିତ୍ରପୁରର ମିତ୍ତଲ ବିସ୍କୁଟ କମ୍ପାନିର ମାଲିକ ଦିନନାଥ ମିତ୍ତଲ ବୋଲି…

ଆନ୍ଧ୍ରରେ ଅମରାବତୀ ହିଁ ଗୋଟିଏ ରାଜଧାନୀ ରହିବ: ଚନ୍ଦ୍ରବାବୁ ନାଇଡୁ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ରାଜ୍ୟ ରାଜଧାନୀକୁ ନେଇ ନିଜର ସ୍ପଷ୍ଟୀକରଣ ରଖିଛନ୍ତି ଚନ୍ଦ୍ରବାବୁ ନାଇଡୁ। ଆନ୍ଧ୍ରପ୍ରଦେଶର ଗୋଟିଏ ରାଜଧାନୀ, ଅମରାବତୀ ହିଁ ରାଜଧାନୀ ରହିବ ବୋଲି ବିଧାୟକ ଦଳ ବୈଠକରେ କହିଛନ୍ତି ନାଇଡୁ। ଆଜି ବିଜୟୱାଡାରେ ବିଜେପି ନେତୃତ୍ୱାଧୀନ…

ସରକାରୀ ଚାକିରିଆଙ୍କୁ ଜୁନ୍ ୩୦ ଯାଏଁ ଛୁଟି ମନା

ଭୁବନେଶ୍ବର: ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଆସନ୍ତାକାଲି ଶପଥ ଗ୍ରହଣ ପୂର୍ବରୁ ଆସିଲା କିଛି ବଡ ନିର୍ଦ୍ଦେଶ । ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ…