ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ନେଇ ୧୯ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା
ଭୁବନେଶ୍ଵର: ରାଜ୍ୟରେ କାଳବୈଶାଖୀ ହେବା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି। ତେଣୁ ଏନେଇ ୧୯ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ। ଏହି ସମୟରେ ୩୦-୪୦…
