ମୋଦି ୩.୦ ସରକାରର ପ୍ରଥମ କ୍ୟାବିନେଟ: ନିର୍ମାଣ ହେବ ଆଉ ୩ କୋଟି ଘର
ନୂଆଦିଲ୍ଲୀ : ମୋଦି ୩.୦ ସରକାରର ପ୍ରଥମ କ୍ୟାବିନେଟ୍ରେ ହୋଇଛି ବଡ଼ ନିଷ୍ପତ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦେଶରେ ଆଉ ୩ କୋଟି ଘର ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟ ବୈଠକ…
