ଛତିଶଗଡ଼ରେ ବଡ଼ ଏନ୍‌କାଉଣ୍ଟର, ୭ ନକ୍ସଲ ସଫା

ରାୟପୁର : ଛତିଶଗଡ଼ରେ ବଡ଼ ଏନ୍‌କାଉଣ୍ଟର। ପୁଲିସକୁ ମିଳିଲା ବଡ଼ ସଫଳତା। ନକ୍ସଲ ପ୍ରଭାବିତ ଅଞ୍ଚଳ ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ୭ ଜଣ ନକ୍ସଲ ନିହତ ହୋଇଛନ୍ତି। ଆଜି ସକାଳୁ ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୁଲିସ…

‘ମହିଳାଙ୍କୁ ପ୍ରତି ମାସରେ ମିଳିବ ୨୧୦୦ ଟଙ୍କା’

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଆମ୍ ଆଦମୀ ପାର୍ଟି ଖେଳିଛି ମହିଳା ଭୋଟବ୍ୟାଙ୍କ୍ କାର୍ଡ। ମୁଖ୍ୟମନ୍ତ୍ରୀ ମହିଳା ସମ୍ମାନ ଯୋଜନା କାର୍ଯ୍ୟକାରୀ ନେଇ ଘୋଷଣା କରିଛନ୍ତି ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ। ଗୁରୁବାର ସକାଳେ ଦିଲ୍ଲୀ କ୍ୟାବିନେଟ୍ ମହିଳା…

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ : ଗୋଟିଏ ଦେଶ, ଗୋଟିଏ ନିର୍ବାଚନ (One Nation-One Election) ପ୍ରସ୍ତୁତିରେ ଆଉ ପାଦେ ଆଗେଇଲେ କେନ୍ଦ୍ର ସରକାର। ଆଜି(ଗୁରୁବାର) କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ବିଲକୁ ମଞ୍ଜୁରୀ ମିଳିଥିବା ଜଣାପଡ଼ିଛି। ଏହାପରେ ଏହି ବିଲ୍ ସଂସଦରେ ଚଳିତ ଶୀତକାଳୀନ…

ଚେସ୍ ଜଗତରେ ଇତିହାସ; ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ହେଲେ ଡି ଗୁକେଶ

ନୂଆଦିଲ୍ଲୀ : ଇତିହାସ ରଚିଲେ ଭାରତୀୟ ଗ୍ରାଣ୍ଡମାଷ୍ଟର ଡି ଗୁକେଶ। ଚେସର ନୂଆ ବିଶ୍ୱ ଚାମ୍ପିୟନ ହୋଇଛନ୍ତି ୧୮ ବର୍ଷୀୟ ଡି ଗୁକେଶ। ବିଶ୍ୱ ଚେସ୍ ଚାମ୍ପିୟନସିପ୍ ଟାଇଟଲ ହାସଲ କରିବାରେ ସେ ହେଉଛନ୍ତି ସର୍ବକନିଷ୍ଠ। ସିଙ୍ଗାପୁରରେ ଚାଲିଥିବା ବିଶ୍ୱ ଚେସ୍…

ଭାରତର ଏହି ସହରରେ ଖୋଲିବ ଟେସଲା’ର ପ୍ରଥମ ଶୋ’ ରୁମ !

ନୂଆଦିଲ୍ଲୀ : ବିଶ୍ଵର ସବୁଠୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ବୈଦ୍ୟୁତିକ କାର୍‌ କମ୍ପାନୀ ଟେସଲା ଭାରତରେ ପ୍ରବେଶ କରିବା ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥର କମ୍ପାନୀର ପ୍ଲାଣ୍ଟ ନୁହେଁ, ବରଂ ସିଧାସଳଖ ଡିଲରଶିପ ବା ଶୋ’ରୁମ…

କାନପୁର ନିର୍ମିତ ପାରାଶୁଟ ବ୍ୟବହାର କରିବେ ବାୟୁସେନାର ଲଢୁଆ ପାଇଲଟ

ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ଲଢ଼ୁଆ ପାଇଲଟମାନଙ୍କ ପାଇଁ ଏଣିକି ଆମେରିକା କିମ୍ବା ଅନ୍ୟ ୟୁରୋପୀୟ ଦେଶଗୁଡ଼ିକରୁ ପାରାଶୁଟ ମଗାଇବାକୁ ପଡ଼ିବ ନାହିଁ। କାନପୁର ଅର୍ଡନାନ୍ସ ପାରାଶୁଟ ଫ୍ୟାକ୍ଟ୍ରି(ଓପିଏଫ) ତେଜସ ବିମାନର ପାଇଲଟମାନଙ୍କ ପାଇଁ ପାରାଶୁଟ ତିଆରି କରୁଛି। ବର୍ତ୍ତମାନ ଭାରତୀୟ…

ଧାର୍ମିକ ପ୍ରତିଷ୍ଠାନ ବିରୋଧରେ ବିଚାରାଧୀନ ମାମଲାରେ ଚୂଡ଼ାନ୍ତ କିମ୍ବା ସର୍ଭେ ଆଦେଶ ଦେବାକୁ ସୁପ୍ରିମକୋର୍ଟଙ୍କ ରୋକ୍

ନୂଆଦିଲ୍ଲୀ : ଦେଶରେ ଥିବା ପୂଜାସ୍ଥଳୀ ଆଇନ ସମ୍ପର୍କିତ ମାମଲା ନେଇ ଗୁରୁବାର ସୁପ୍ରିମକୋର୍ଟ ଦେଶର ସମସ୍ତ ଅଦାଲତ ବର୍ତ୍ତମାନର ଧାର୍ମିକ ପ୍ରତିଷ୍ଠାନ ବିରୋଧରେ ବିଚାରାଧୀନ ମାମଲାରେ ସର୍ଭେ ଆଦେଶ ସମେତ କୌଣସି ପ୍ରଭାବଶାଳୀ ଅନ୍ତରୀଣ କିମ୍ବା ଚୂଡ଼ାନ୍ତ ଆଦେଶ ଜାରି…

ରୋଗୀ ଦେଖାରେ ବ୍ୟସ୍ତ ଥିବା ଡାକ୍ତରଙ୍କୁ ବୋକା ବନାଇ ୭୫ ହଜାର ନେଇଗଲେ ସାଇବର ଠକ

ଭଦ୍ରକ :  ସାଇବର ଠକେଇର ଶିକାର ହୋଇଛନ୍ତି ଜଣେ ଡାକ୍ତର। ତାଙ୍କ ଆକାଉଣ୍ଟରୁ ଚାଲି ଯାଇଛି ୭୫ ହଜାର ଟଙ୍କା। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଶ୍ରୀମାଧବ ସେଠୀ ସହିତ। ଘଟଣାଟି ଗତ ୧୦ ତାରିଖରେ…

ବାଂଲାଦେଶୀ ଅନୁପ୍ରବେଶକାରୀ ରୋକିବା ପାଇଁ NRC ଦରକାର: ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ବର : ବିଜେଡି ଇତିହାସ ଶେଷ ହୋଇଯିବ କହିଲେ ଆସାମ ମୁଖ୍ୟମନ୍ତ୍ରୀ। ପୁରୀରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବଡ଼ ବୟାନ ଦେଇଛନ୍ତି। ଆଗାମୀ ୫୦ ବର୍ଷ ଯାଏଁ ବିଜେପି ରହିବ। ଏଥିରେ ସନ୍ଦେହ ନାହିଁ ବୋଲି ସେ କହିଛନ୍ତି। ସେ…

ନୂଆବର୍ଷରେ ବଦଳିବେ ରାଜ୍ୟ ବିଜେପି ମୁଖିଆ !

ନୂଆବର୍ଷରେ ବଦଳିବେ ରାଜ୍ୟ ବିଜେପି ମୁଖିଆ! ଏପରି ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ତୋମର କହିଛନ୍ତି, ଜାନୁଆରୀ ମାସରେ ହେବ ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ। ସେ କହିଛନ୍ତି,…