ଭାରତୀୟ ସିନେମା ଓ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଭାରତୀୟ ସିନେମା, ପ୍ରିଣ୍ଟ, ଟେଲିଭିଜନ ଏବଂ ଡିଜିଟାଲ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ତଥା ଈନାଡୁ, ଈଟିଭି ଏବଂ ଈଟିଭି ଭାରତ ଭଳି ପ୍ରମୁଖ ମିଡିଆର ପ୍ରତିଷ୍ଠାତା ରାମୋଜୀ ରାଓ ଆଉ ନାହାନ୍ତି। ଶନିବାର ଭୋର ସମୟରେ ହାଇଦ୍ରାବାଦଠାରେ…
