2024

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ ପ୍ରବାହ । ହେଲେ ଆସନ୍ତାକାଲିଠାରୁ ପୁଣି ରାଜ୍ୟରେ ଜାରି ହେବ ହିଟ ୱେଭ, ବଢିବ ତାତି । ୪…

IAS ଦମ୍ପତିଙ୍କ ଝିଅଙ୍କ ଆତ୍ମହତ୍ୟା, ୧୦ ମହଲା ଛାତରୁ ଡେଇଁ ପଡ଼ିଲେ

୧୦ ମହଲା କୋଠାରୁ ଡେଇଁ ଏକ IAS ଦମ୍ପତିଙ୍କ ଝିଅ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର ପ୍ରକୃତ କାରଣ ଜଣା ପଡିନଥିଲେ ମଧ୍ୟ ପାଠପଢା ଚାପ କାରଣରୁ ଏପରି ନିଷ୍ପତ୍ତି ନେଇଥିବା ପୁଲିସ କହିଛି। ସୂଚନା ଅନୁସାରେ, ବିକାଶ ରୋସ୍ତୋଗୀ ଏବଂ ରାଧିକା…

ବିନା ଅନୁମତିରେ ହୋଇପାରିବନି ବିଜୟ ଶୋଭାଯାତ୍ରା: ପୁଲିସ ଡିଜି

ଭୁବନେଶ୍ୱର: ଆସନ୍ତାକାଲି ନିର୍ବାଚନ ଫଳାଫଳ ପ୍ରକାଶ ପାଇବ | ତେବେ ଏହାକୁ ନେଇ ପୁଲିସ ଡିଜି କହିଛନ୍ତି ଯେ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ଓ ଫଳାଫଳ ଘୋଷଣା ପରେ ବିଜୟ ଶୋଭାଯାତ୍ରା ପାଇଁ ପୁଲିସ ଅନୁମତି ବିନା ହେବ ନାହିଁ…

ଛକ୍କା ମାରି ହଠାତ୍‌ ତଳେ ପଡ଼ିଗଲେ ଯୁବକ, ହୃଦ୍‌ଘାତରେ ହେଲା ମୃତ୍ୟୁ

କ୍ରିକେଟ୍‌ ଖେଳିବା ସମୟରେ ହଠାତ୍‌ ଆସିଲା ହୃଦ୍‌ଘାତ । ଫଳରେ ସେଇଠି ହିଁ ଟଳିପଡ଼ିଲେ ଯୁବକ । ଘଟଣା ଘଟିଛି ମୁମ୍ବାଇର ମୀରାରୋଡ୍‌ରେ । ଏଠାରେ କାଶ୍ମୀରା ଅଞ୍ଚଳରେ ଏକ ଖେଳି ପଡ଼ିଆରେ ବକ୍ସ କ୍ରିକେଟ୍‌ ଖେଳୁଥିବା ବେଳେ ଜଣେ ଯୁବକଙ୍କ…

ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ଗଞ୍ଜାମ : ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଅମ୍ବିକା ଦାସ ନାଁରେ ଏକାଧିକ ସଙ୍ଗୀନ ମାମଲା ରହିଥିଲା…

ବଜ୍ରାଘାତରେ ୨୦ ଗୋରୁ ମୃତ

ଗୁଣୁପୁର: କାଳ ହେଲା କାଳବୈଶାଖୀ । କାଳବୈଶାଖୀର ପ୍ରକୋପରେ ବଜ୍ରାଘାତ ଯୋଗୁଁ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଢେପଗାଁ ଗ୍ରାମରେ ୨୦ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ରବିବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସହ…

୭୧ ଲକ୍ଷ ଭାରତୀୟ ବ୍ୟବହାରକାରୀଙ୍କୁ ବ୍ୟାନ୍ କଲା WhatsApp

ସୋଶାଲ ମିଡିଆ ପ୍ଲାଟଫର୍ମରେ ନିୟମ ଉଲ୍ଲଙ୍ଘନ କରୁଥିବା ବ୍ୟବହାରକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ଲୋକପ୍ରିୟ ମେସେଜିଂ ଆପ୍ WhatsApp। ଏହି ଆଧାରରେ ଭାରତରେ ୭୧ ଲକ୍ଷରୁ ଅଧିକ ବ୍ୟବହାରକାରୀ(ୟୁଜର୍)ଙ୍କୁ ବ୍ୟାନ୍ କରିଛି କମ୍ପାନୀ। ଯଦି ନିୟମ ଉଲ୍ଲଙ୍ଘନ ହୁଏ, ତେବେ ଆଗକୁ…

ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଆଠଗଡ : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ ଜାଗିଆପଡ଼ା ଗ୍ରାମର ନିରଞ୍ଜନ ରାଉତ । ନିରଞ୍ଜନ…

ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ

ପାଟଣାଗଡ: ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ । କେହି କାରି ପୋତି ଦେଇଥିବା ସନ୍ଦେହ । ଏଭଳି କିଛି ଚାଞ୍ଚଲ୍ୟ ଘଟିଛି ବଲାଙ୍ଗୀରରେ । ବାଲାଙ୍ଗୀର ପାଟଣାଗଡା ବ୍ଲକ, ବେଲପଡା ଥାନା କେନକେବା ବ୍ରିଜ୍ ନିକଟ ଥିବା ଲହାନ୍ତା…

ମତଦାନରେ ଓ୍ୱାର୍ଲ୍ଡ ରେକର୍ଡ କରିଛି ଭାରତ, ୬୪ କୋଟିରୁ ଅଧିକ ଲୋକ ଦେଇଛନ୍ତି ଭୋଟ୍

‘ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ମତଦାନରେ ଭାରତ କରିଛି ଓ୍ୱାର୍ଲ୍ଡ ରେକର୍ଡ।’ ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ଲୋକସଭା ନିର୍ବାଚନର ଫଳାଫଳ। ଏଥିପାଇଁ ସକାଳ ୮ଟାରୁ ଭୋଟ୍‌ ଗଣତି ହେବ। ତେବେ ଭୋଟ୍ ଗଣତି ପୂର୍ବରୁ ଭାରତୀୟ ନିର୍ବାଚନ…