ଏକଜିଟ ପୋଲ: ଜଗନଙ୍କ ଠାରୁ ଆନ୍ଧ୍ର ପ୍ରଦେଶ ଛଡ଼ାଇ ଆଣିବ ଏନଡିଏ
ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଏନଡିଏକୁ ମିଳିବ ବିପୁଳ ଜନମତ। ଗାଦିଚ୍ୟୁତ ହେବେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ। ଜଗନ ରେଡ୍ଡୀଙ୍କ ୱାଇଏସ୍ଆର କଂଗ୍ରେସକୁ ଲାଗିବ ଜୋରଦାର ଝଟକା। ଇଣ୍ଡିଆ ଟୁଡେ ଆକ୍ସିସ୍ ମାଇଁ ଇଣ୍ଡିଆ ପକ୍ଷରୁ କରାଯାଇଥିବା ଏକଜିଟ୍…
