ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ: ଜଗତସିଂହପୁରରେ ସର୍ବାଧିକ, ଭଦ୍ରକରେ ସର୍ବନିମ୍ନ ଭୋଟିଂ
ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ସମୟ ଶେଷ ହୋଇଛି। କିନ୍ତୁ ମତଦାନ କେନ୍ଦ୍ର ପରିସରରେ ଯେଉଁ ମତଦାତା ଏବେ ବି ଧାଡ଼ିରେ ଅଛନ୍ତି ସେମାନେ ଭୋଟ୍ ଦେବେ। ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହାରି…
