ଓଡ଼ିଶାର ବିକାଶ ନାଁରେ ବିଶ୍ୱାସଘାତକତା କରିଛି ବିଜେଡି: ମୋଦି
ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏହି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାରିପଦା ପରେ ବାଲେଶ୍ୱର ଜିଲ୍ଲାର ରେମୁଣାଠାରେ ଏକ…
ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏହି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାରିପଦା ପରେ ବାଲେଶ୍ୱର ଜିଲ୍ଲାର ରେମୁଣାଠାରେ ଏକ…
ନିର୍ଦ୍ଦିଷ୍ଟ କାରଣ ପାଇଁ ପରମାତ୍ମା ପୃଥିବୀଙ୍କୁ ତାଙ୍କୁ ପଠାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ବୟାନ ଚର୍ଚ୍ଚାର ବିଷୟ ପାଲଟିଛି। ମୋଦିଙ୍କ ଏପରି ବୟାନକୁ ଆଜି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ କହିଛନ୍ତି…
କେନ୍ଦ୍ରାପଡ଼ା/ଭୁବନେଶ୍ବର: ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା…
ବାଙ୍ଗିରିପୋଷି : ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ । ନିର୍ବାଚନୀ ସଭାରୁ ବିରୋଧୀଙ୍କୁ ଟାର୍ଗେଟ । କହିଛନ୍ତି, ବିରୋଧୀ ନେତାମାନେ ଆସୁଛନ୍ତି, ସେମାନେ ଭାବୁଛନ୍ତି ଆଦିବାସୀ ଭାଇଭଉଣୀମାନେ କାହିଁକି ନବୀନ ବାବୁଙ୍କୁ ଏତେ ଭଲ ପାଉଛନ୍ତି ।…
ପୁରୀ: ଆଜି ରଥ ଖଳାରେ ସମ୍ପାଦିତ ହୋଇଛି ଚକାଡେରା ନୀତି । ପରମ୍ପରା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ସକାଳ ଧୂପ ସରିବା ପରେ ଏକ ପଟୁଆରରେ ଆଜ୍ଞାମାଳ ଶ୍ରୀନଅରକୁ ଅଣାଯାଇଥିଲା । ଏହାପରେ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶକ୍ରମେ ଭୋଇ ସେବାୟତମାନେ ୩…
ବାରିପଦା: ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ। ଜୁନ୍ ୧୦ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏଥିଲାଗି ମୁଁ ଆପଣମାନଙ୍କୁ ନିମନ୍ତ୍ରଣ ଦେବାକୁ ଆସିଛି। ଆଜି ଓଡ଼ିଶା କହୁଛି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ…
ଚଳିତ ଲୋକସଭା ନିର୍ବାଚନରେ ଦିଲ୍ଲୀର କ୍ଷମତାସୀନ ଆପ୍ ଓ ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସ ମେଣ୍ଟ କରିଛନ୍ତି। ପଞ୍ଜାବରେ ଉଭୟ ଦଳ ଅଲଗା ଅଲଗା ନିର୍ବାଚନ ଲଢ଼ୁଥିଲେ ହେଁ ଦିଲ୍ଲୀରେ ମେଣ୍ଟ କରି ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଦେଇଛନ୍ତି।…
ବାଲେଶ୍ୱର: ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ପ୍ରଚାର କରିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ । ସେ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ କହିଛନ୍ତି ଯେ, ଦେଶରେ ବହୁ ମାତ୍ରାରେ…
ବାହାରୁ ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଆଟାକ କରୁଛନ୍ତି । କଟୁ କଥା କହୁଛନ୍ତି । ଆପଣ ଭଲଭାବେ ଜାଣନ୍ତି ମୁଁ କାହାକୁ କେବେ ଅସମ୍ମାନ କରେନାହିଁ । କଟୁ କଥା କୁହେ ନାହିଁ । ଆପଣମାନେ ବିଶେଷକରି ମାଆମାନେ,…
ବାରିପଦା: ବର୍ଷେ ହେବ ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ନବୀନଙ୍କ ସହ ଅତି ଘନିଷ୍ଠ ଥିବା ଲୋକ କହୁଛନ୍ତି, ନବୀନ ଏବେ ନିଜେ କିଛି କରିପାରୁନାହାନ୍ତି। ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହୋଇଥାଇପାରେ…