2024

ଓଡିଶା ବିଜେପିର ୱାଶିଂ ମେସିନରେ ସ୍ୱଚ୍ଛ ହେଉଛନ୍ତି ବିଜେଡିରୁ ବହିଷ୍କୃତ ନେତା: ବିଜେଡି

ଭୁବନେଶ୍ୱର: ବିଜେପି ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ତଥା ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡ. ପାତ୍ର, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ବିଧାୟକ…

ଦିଲ୍ଲୀର ତାପମାତ୍ରା ୫୨.୩ ଡିଗ୍ରୀ ଛୁଇଁଲା

ସର୍ବକାଳୀନ ରେକର୍ଡ କରିଛି ଦେଶର ରାଜଧାନୀ ଦିଲ୍ଲୀର ସର୍ବୋଚ୍ଚ ତାପମାତ୍ରା। ଆଜି ପ୍ରଥମଥର ପାଇଁ ତାପମାତ୍ରା ୫୨.୩ ଡିଗ୍ରୀ ଛୁଇଁଛି। ପୂର୍ବରୁ ଦିଲ୍ଲୀର କୌଣସି ସ୍ଥାନରେ ତାପମାତ୍ରା କେବେ ହେଲେ ୫୨ ଡିଗ୍ରୀ ପାର କରି ନଥିଲା। କିନ୍ତୁ ଆଜି ଦିଲ୍ଲୀର…

ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଜଣେ ମହିଳା ମାଓବାଦୀ ସମେତ ଦୁଇ ହାର୍ଡ କୋର ମାଓବାଦୀ ନିହତ । ମହିଳା ମାଓବାଦୀ ମନିଲା…

ବିଜେପିର ସଙ୍ଗୀନ ଅଭିଯୋଗ, ନବୀନଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଭିଡିଓକୁ ଦୁର୍ଭାଗ୍ୟଜନକ କହିଲେ ସମୀର ମହାନ୍ତି । ଭିଡିଓରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ।ମୁଖ୍ୟମନ୍ତ୍ରୀ କୌଣସି ରବର ଷ୍ଟାମ୍ପ ନୁହନ୍ତି, ତାଙ୍କୁ ଅପମାନିତ କରନ୍ତୁ ନାହିଁ । ସେ ଗୁମାସ୍ତାକୁ ସତର୍କ କରାଇ…

ଶାସନରେ ରହି କ୍ଷମତାର ଅପବ୍ୟବହାର କରିଛନ୍ତି: ଭର୍ତ୍ତୃହରି

ଭୁବନେଶ୍ବର: ପାଣ୍ଡିଆନଙ୍କୁ କଡା ସମାଲୋଚନା କଲେ ବିଜେପି ନେତା ଭର୍ତ୍ତୃହରି ମହତାବ । ଇସିଆଇର କାର୍ଯ୍ୟାନୁଷ୍ଠାନକୁ ନେଇ ପାଣ୍ଡିଆନଙ୍କ ପ୍ରତିକ୍ରିୟାକୁ ସମାଲୋଚନା କରିଛନ୍ତି ଭର୍ତ୍ତୃହରି । କହିଲେ ଯିଏ ଯେଉଁ ପ୍ରକୃତିର ସିଏ ସେଇ ପ୍ରକୃତିର ଲୋକଙ୍କୁ ସମର୍ଥନ କରେ ।…

ସିଏମଓରେ କାର୍ଯ୍ୟରତ ଆଇପିଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି ତାଙ୍କର ସେଥିରେ ଏମାନଙ୍କ ବହୁତ ଭୂମିକା ରହିଛି । ଏହା କହିଛନ୍ତି ବିଜେଡିର ରଣନୀତିକାର କାର୍ତ୍ତିକ ପାଣ୍ଡିଆନ । ରାଜନୀତି…

ଗୁଣ୍ଡା କ୍ରିମିନାଲକୁ ସମର୍ଥନ କରୁଛି ବିଜେପି: ସସ୍ମିତ ପାତ୍ର

ଭୁବନେଶ୍ୱର: ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ନାମକ ଜଣେ ଗୁଣ୍ଡାଙ୍କୁ କିଛି ଦିନ ତଳେ ଗିରଫ କରାଯାଇଥିଲା । ଗିରଫ ହେବା ପରେ ଆଜି ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏବଂ କିଛି ଗଣମାଧ୍ୟମ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିବା…

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ ପୋଷ୍ଟ ହଟାଯାଇଛି । ଓଡ଼ିଶା ପୋଲିସର ସୋସିଆଲ ମିଡିଆ ମନିଟରିଂ ସେଲ୍ ପୋଷ୍ଟ ହଟାଇଛି । ଅପମାନଜନକ, ଘୃଣାତ୍ମକ, ହିଂସା…

ପ୍ରଚାର ପରେ ୨୪ ଘଣ୍ଟା ଧ୍ୟାନରେ ବସିବେ ମୋଦି

ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ଏବେ ଶେଷ ପର୍ଯ୍ୟାୟରେ। ଆସନ୍ତା ୧ ତାରିଖରେ ଶେଷ ପର୍ଯ୍ୟାୟ ଭୋଟିଂ ହେବ। ଏହାପରେ ଜୁନ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ୭ ପର୍ଯ୍ୟାୟରେ ଦେଶର ୫୪୩ ଲୋକସଭା ଓ କିଛି…

ଯୁବକଙ୍କୁ ଆକ୍ରମଣ ସହ ପରିବାର ଲୋକଙ୍କୁ ଗାଳିଗୁଲଜ କରି ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ଯୁବକଙ୍କୁ ଆକ୍ରମଣ କରିବା ସହ ତାଙ୍କ ଘରେ ପଶି ଗାଳିଗୁଲଜ କରିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଈଶ୍ବର ଦାସ ଓରଫ ଅପୁ (32) ଓ ମୁନା ଦାସ…